Browsing Category

ଦେଶ

ଆଜି ସ୍ଵାମୀତ୍ୱ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ବାମୀତ୍ବ ଯୋଜନାର ଶୁଭାରମ୍ଭ କରିବେ। ଏହି ଯୋଜନା ଅଧୀନରେ ପ୍ରାୟ ଏକ ଲକ୍ଷ ସମ୍ପତ୍ତି ମାଲିକ ସେମାନଙ୍କ ମୋବାଇଲ୍ ଫୋନକୁ ଆସିଥିବା ଏସଏମଏସ ଲିଙ୍କ୍ ମାଧ୍ୟମରେ ସେମାନଙ୍କ ସମ୍ପତ୍ତି ବିବରଣୀ ଥିବା କାର୍ଡଗୁଡ଼ିକୁ ଡାଉନଲୋଡ୍ କରିପାରିବେ।
Read More...

କଂଗ୍ରେସ ନେତ୍ରୀଙ୍କୁ ମାଡ଼ ମାରିଲେ ଦଳୀୟ କର୍ମୀ

ଦେଓରିଆ: ଉତ୍ତରପ୍ରଦେଶର ଦେଓରିଆରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଦଳୀୟ ବୈଠକରେ କଂଗ୍ରେସର ଜଣେ ମହିଳା ନେତ୍ରୀଙ୍କୁ ଦଳୀୟ କର୍ମୀମା‌ନେ ମାଡ଼ ମାରିବା ଘଟଣା ଏବେ ଚାରିଆଡ଼େ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ଦୁଷ୍କର୍ମକାରୀକୁ କ’ଣ ପାଇଁ ନିର୍ବାଚନ ଲଢ଼ିବାକୁ ଟିକେଟ ଦିଆଗଲା ବୋଲି ପ୍ରଶ୍ନ
Read More...

ଲିିବ୍ୟାରେ ୭ଭାରତୀୟ ଅପହୃତ

ନୂଆଦିଲ୍ଳୀ : ଭାରତ ଫେରିବା ବେଳେ ୭ଜଣ ଭାରତୀୟ ନାଗରିକଙ୍କୁ ଲିବ୍ୟାରେ ଅପହରଣ କରାଯାଇଛି । ଏମାନେ ଆନ୍ଧ୍ରପ୍ରଦେଶ, ବିହାର, ଗୁଜୁରାଟ ଏବଂ ଉତରପ୍ରଦେଶର ବାସିନ୍ଦା । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଅନୁରାଗ ଶ୍ରୀବାସ୍ତବ ସାମ୍ବାଦିକଙ୍କୁ ଏ ସମ୍ପର୍କରେ ସୂଚନା
Read More...

ଦେଶରେ ୨୪ଘଣ୍ଟାରେ ୭୩,୨୭୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ  ଲାଗିଛି ।  ଗତ ୨୪ ଘଣ୍ଟାରେ  ପ୍ରାୟ ୭୩ ହଜାର  ନୂଆ
Read More...

କୁଲଗାମରେ ଏନକାଉଣ୍ଟର: ଦୁଇ ଆତଙ୍କବାଦୀ ନିହତ

କୁଲଗାମ: ଶନିବାର ସକାଳେ ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଦୁଇ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି। ଶନିବାର କୁଲଗାମ ଜିଲ୍ଲାର ଚିନିଗାମ ଅଞ୍ଚଳରେ ମାଓବାଦୀଙ୍କ ସହ ସୁରକ୍ଷା ବାହିନୀ ମୁହାଁମୁହିଁ ହୋଇଥିଲେ। ପୁଲିସ ଏବଂ ସୁରକ୍ଷା ବାହିନୀର ମିଳିତ ଅପରେସନରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା
Read More...

ମହେନ୍ଦ୍ର ସିଂହ ଧୋନୀଙ୍କ ଝିଅ ଜିଭାଙ୍କୁ ମିଳିଲା ଦୁଷ୍କର୍ମ ଧମକ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ କରିବ‌ାର ଧମକ ଦିଆଯାଇଛି। ସୋସିଆଲ ମିଡିଆରେ ମାଧ୍ୟମରେ ମହେନ୍ଦ୍ର ସିଂ ଧୋନି ଏବଂ ତାଙ୍କ ପତ୍ନୀ ସାକ୍ଷୀ ଧୋନିଙ୍କୁ ଏହି ଧମକ
Read More...

ସୁଖୋଇରୁ ‘ରୁଦ୍ରମ’ କ୍ଷେପଣାସ୍ତ୍ର ପରୀକ୍ଷା ସଫଳ

ନୂଆଦିଲ୍ଳୀ: ଗୁରୁବାର ଦିନ ଭାରତ ଆଉ ଏକ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି । ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଦ୍ୱାରା ବିକଶିତ ହୋଇଥିବା ଆଂଟି-ରେଡିଏସନ୍ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷା କରାଯାଇଛି । ୩ ଅକ୍ଟୋବରରେ ଶୌର୍ଯ୍ୟ କ୍ଷେପଣାସ୍ତ୍ର ପରୀକ୍ଷଣ ପରେ ଏହା
Read More...

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ: ଘର ଏବଂ ଅଟୋମୋବାଇଲ୍ ଋଣର ସୁଧହାର ଅପରିବର୍ତ୍ତିତ ରହିଥିବାରୁ ଏହାର ଇଏମଆଇ ନିକଟ ଭବିଷ୍ୟତରେ ହ୍ରାସ ହେବାର ସମ୍ଭାବନା ନାହିଁ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶୁକ୍ରବାର ଏହାର ଦ୍ବି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍ ଓ ରିଭର୍ସ ରେପୋ ରେଟକୁ
Read More...

କାଲିଠାରୁ ଟ୍ରେନ୍‌ ଷ୍ଟେସନ୍‌ ଛାଡ଼ିବାର ପାଞ୍ଚ ମିନିଟ ପୂର୍ବରୁ ମଧ୍ୟ ଉପଲବ୍ଧ ହେବ ରିଜର୍ଭେସନ୍

ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଟ୍ରେନ୍‌ ଷ୍ଟେସନ୍‌ ଛାଡ଼ିବାର ପାଞ୍ଚ ମିନିଟ ପୂର୍ବରୁ ମଧ୍ୟ ରିଜର୍ଭେସନ୍‌ ଟିକେଟ୍‌ ଉପଲବ୍ଧ ହେବ। କାରଣ ଭାରତୀୟ ରେଳବାଇ କୋଭିଡ୍‌ ପୂର୍ବ ପରି ପ୍ରସ୍ଥାନ ସମୟର ଅଧ ଘଣ୍ଟା ପୂର୍ବରୁ ଦ୍ୱିତୀୟ ସଂରକ୍ଷଣ ଚାର୍ଟ ପ୍ରସ୍ତୁତ କରିବାର ନିଷ୍ପତ୍ତି ନେଇଛି। କରୋନା
Read More...

ଲୁଇସ୍‌ ଗ୍ଲକ୍‌ଙ୍କୁ ସାହିତ୍ୟରେ ନୋବେଲ୍‌

ନୂଆଦିଲ୍ଲୀ : ଆମେରିକାର ପ୍ରସିଦ୍ଧ କବୟିତ୍ରୀ ଲୁଇସ୍‌ ଗ୍ଲକ୍‌ଙ୍କୁ ସାହିତ୍ୟରେ ଚଳିତ ବର୍ଷର ସମ୍ମାନଜନକ ନୋବେଲ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ତାଙ୍କର ନିର୍ଭୁଲ କାବ୍ୟିକ ଉଚ୍ଚାରଣ ଯାହାକି ନିରାଟ ସରଳ ସୌନ୍ଦର୍ଯ୍ୟରେ ପ୍ରତ୍ୟେକଙ୍କ ଅସ୍ତିତ୍ବକୁ ସାର୍ବଭୌମିକ କରିପାରିଛି,
Read More...