Browsing Category

ଦେଶ

ଦେଶରେ ୭୮ ହଜାର ୫୨୪ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ୭୮ ହଜାର ୫୨୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୯୭୧ ଜଣଙ୍କର ଗତ ୨୪ ଘଣ୍ଟା ମଧ୍ୟରେ କ‌ରୋନାରେ ମୃତ୍ୟୁ ହୋଇଛି। ଦେଶରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୬୮ ଲକ୍ଷ ୩୫ ହଜାର ୬୫୬ରେ ପହଞ୍ଚିଛି। ୯ ଲକ୍ଷ ୨ ହଜାର ୪୨୫ ସକ୍ରିୟ ମାମଲା ରହିଛି। ୫୮ ଲକ୍ଷ ୨୭ ହଜାର ୭୦୫
Read More...

ଟ୍ରମ୍ପଙ୍କ କୋଭିଡ ପୋଷ୍ଟ ବିରୋଧରେ ଫେସବୁକ୍ ଓ ଟ୍ୱିଟର ପକ୍ଷରୁ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କୋଭିଡ-୧୯ ମହାମାରୀକୁ ସାମନ୍ୟ ଥଣ୍ଡା ସହ ତୁଳନା କରିଛନ୍ତି । ଏନେଇ ସେ ଫେସବୁକ୍ ଏବଂ ଟ୍ୱିଟର୍ରେ ଏକ ପୋଷ୍ଟ କରିଛନ୍ତି । କରୋନା ମହାମାରୀ ସାମାନ୍ୟ ଥଣ୍ଡା ଟ୍ରମ୍ପ କହିଛନ୍ତି । କିନ୍ତୁ ଟ୍ରମ୍ପଙ୍କର ଏଭଳି ବିଭ୍ରାନ୍ତିକର ପୋଷ୍ଟକୁ
Read More...

ସର୍ବସାଧାରଣ ସ୍ଥାନରେ ଧାରଣା ଅନୁଚିତ୍

ନୂଆଦିଲ୍ଲୀ: ସର୍ବସାଧାରଣ ସ୍ଥାନ ଦାଖଲ କରି ଧାରଣରେ ବସିବା ଗ୍ରହଣୀୟ ନୁହେଁ ବୋଲି ସୁପ୍ରିମକୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ଦିଲ୍ଲୀର ଶାହିନ୍ ବାଗରେ ନାଗରିକା ସଂଶୋଧନ ଅଧିନିୟମ (ସିଏଏ) ନେଇ ଦିର୍ଘଦିନଧରି କରାଯାଇଥିବା ବିରୋଧ ପ୍ରଦର୍ଶନ ଉପରେ ସୁପ୍ରିମକୋର୍ଟ ଏହି
Read More...

ରିଲାଏନ୍ସ ରିଟେଲ ନିବେଶ କରିବ ୫୫୧୨.୫୦ କୋଟି

ମୁମ୍ବଇ: ଆବୁଧାବି ଇନଭେଷ୍ଟମେଣ୍ଟଅଥରିଟି (ଏଡିଆଇଏ)ର ପୂର୍ଣ୍ଣ ମାଲିକାନାଧୀନ ଏକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ସହଯୋଗୀ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆରଆରଭିଏଲ୍)ରେ ୫୫୧୨.୫୦ କୋଟି ଟଙ୍କା ନିବେଶ କରିବା ସମ୍ପର୍କରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ରିଲାଏନ୍ସ
Read More...

ଦିଲ୍ଲୀରେ ପ୍ରଦୂଷଣ କମ କରିବା ପାଇଁ ଲଗାଗଲା ‘ଆଣ୍ଟି-ସ୍ମଗ୍ ’ ବନ୍ଧୁକ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ବାୟୁମଣ୍ଡଳର ପ୍ରଦୂଷଣ ମାତ୍ରା ପୁଣି ଅସମ୍ଭାଳ କରିଛି। ବୁଧବାର ସକାଳେ ଦିଲ୍ଲୀରେ ବାୟୁର ଗୁଣବତ୍ତା କିଛି ସମୟ ପାଇଁ ଖରାପ ଶ୍ରେଣୀକୁ ଚାଲି ଯାଇଥିଲା। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ, ଦିଲ୍ଲୀ-ଏନସିଆରରେ ସକାଳ ୧୦ଟାରେ ପ୍ରତି
Read More...

୨୪ ଘଣ୍ଟାରେ ଦେଶରେ ୭୨,୦୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ  ଲାଗିଛି ।  ଗତ ୨୪ ଘଣ୍ଟାରେ  ପ୍ରାୟ ୭୨ ହଜାର  ନୂଆ
Read More...

ରିୟାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ମୁମ୍ବାଇ: ବେଆଇନ ଡ୍ରଗ୍ସ କାରବାର ମାମଲାରେ ଛନ୍ଦି ହୋଇଥିବା ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ୍‌ ପ୍ରଦାନ କରାଯାଇଛି। ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ବମ୍ବେ ହାଇକୋର୍ଟ। ସେ ବିନା ଅନୁମତିରେ ମୁମ୍ବାଇରୁ ବାହାରକୁ ଯାଇପାରିବେ ନାହିଁ ବୋଲି ସୂଚନା
Read More...

ଦିଲୀପ ରାୟ ଦୋଷୀ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ୧୯୯୯ରେ ଝାଡଖଣ୍ଡ କୋଇଲା ବ୍ଲକ ଆବଂଟନ ଦୁର୍ନୀତି ମାମଲାରେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ ଅଦାଲତ ଆଜି ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଆସନ୍ତା ୧୪ତାରିଖ ଦିନ ଅଦାଲତ ଦଣ୍ଡବିଧାନ ଘୋଷଣା କରିବେ ।
Read More...

ରିୟା ଚକ୍ରବର୍ତ୍ତୀଙ୍କ ହାଜତ ମିଆଦ ଅକ୍ଟୋବର ୨୦ ପର୍ଯ୍ୟନ୍ତ ବୃଦ୍ଧି

ମୁମ୍ବାଇ : ମୁମ୍ବାଇର ଏନଡିପିଏସ କୋର୍ଟ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଆସନ୍ତା ଅକ୍ଟୋବର ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।  ରିୟାଙ୍କ ସମେତ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ, ସୁଶାନ୍ତଙ୍କ ପୂର୍ବତନ ହାଉସ ମ୍ୟାନେଜର ସାମୁଏଲ ମିରାଣ୍ଡାଙ୍କ ହାଜତ
Read More...

ଦେଶରେ ୧ ଲକ୍ଷ ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ :  ଗତ ୨୪ ଘଣ୍ଟାରେ  ପ୍ରାୟ ୬୧ ହଜାର  ନୂଆ ସଂକ୍ରମଣ ସହ  ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି ।  ତେବେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଯାଇଛି । କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ
Read More...