ଯବାନଙ୍କ ଭୁଜାଲି ଚୋଟରେ ବାପା ମୃତ
ଆନନ୍ଦପୁର : କ୍ରୋଧରେ ହିତାହିତ ଜ୍ଞାନ ଭୁଲିଯାଇଥିବା ଜଣେ ଆଇଟିବିପି ଯବାନଙ୍କ ଆକ୍ରମଣରେ ଆଖି ବୁଜିଛନ୍ତି ତାଙ୍କ ବାପା। ଏପରି ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ମଦନପୁର ଗାଁରେ ଘଟିଛି। ଅଭିଯୁକ୍ତ ଯବାନ ହେଉଛନ୍ତି ରଞ୍ଜନ ଓଝା। ସେ ଅରୁଣାଚଳ ପ୍ରଦେଶରେ ଆଇଟିବିପି !-->…
Read More...
Read More...