ସୌରଭ ଗାଙ୍ଗୁଲିଙ୍କୁ ହାର୍ଟ ଆଟାକ୍
କୋଲକାତା: ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ହୃଦଘାତର ଶିକାର ହୋଇଥିବା ଜଣାପଡ଼ିଛି। ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟଲରେ ଭର୍ତ୍ତି କରାଯାଇଛି। ଆଜି ସନ୍ଧ୍ୟାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଇ ପାରେ ବୋଲି ସୂଚନା ମିଳିଛି।!-->…
Read More...
Read More...