୨୪ ଘଂଟାରେ ୧୦ ହଜାର ୯୩୯ ପଜିଟିଭ, ୩୩ ମୃତ
ଭୁବନେଶ୍ୱର:: ଆଜି ରାଜ୍ୟରେ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧାରୁ ୭, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡିରୁ ୪ ଲେଖାଏଁ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଓ ସୁବର୍ଣ୍ଣପୁରରୁ ୩ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଲେଖାଏଁ, ଦେବଗଡ, ଯାଜପୁର, କନ୍ଧମାଳ, କୋରାପୁଟରୁ ଜଣେ ଲେଖାଏଁ!-->…
Read More...
Read More...