ବାତ୍ୟା ପାଇଁ ଟିକାକରଣ ବନ୍ଦ
ଭୁବନେଶ୍ୱର: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତ୍ୟା ପ୍ରଭାବିତ ହୋଇଥିବା ଜିଲ୍ଲାଗୁଡିକରେ ଟିକାକରଣ ବନ୍ଦ ରଖିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି । ତେବେ ଟିକା ଯେପରି ନଷ୍ଟ ନହୁଏ ସେଥିପ୍ରତି ମଧ୍ୟ ସତର୍କ ରହିବାକୁ କୁହାଯାଇଛି । ବାତ୍ୟା ଯୋଗୁଁ!-->…
Read More...
Read More...