Browsing Category

ରାଜ୍ୟ

୩-୪ଦିନ ପରେ ପୁଣି ବଢିବ ତାତି

ଭୁବନେଶ୍ୱର: ରାଜ୍ୟରେ ଅନେକ ସ୍ଥାନରେ ଗତକାଲି ବର୍ଷା ହୋଇଯାଇଛି । ବିଶେଷକରି ଦକ୍ଷିଣ ଓ ଉତର ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଯୋଗୁଁ ପାଗ ଥଣ୍ଡା ରହିଛି । ଏଥିସହ ରାଜ୍ୟର ତାପମାତ୍ରା ପୁଣିଥରେ ୪୦ ଡିଗ୍ରିକୁ ଖସି ଆସିଛି । ଆଜି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଭୁବନେଶ୍ୱରଠାରେ ୩୯.୭
Read More...

ଏଣିକି ଶନି, ରବି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଏଣିକି ସପ୍ତାହର ପ୍ରତ୍ୟେକ ଶନିବାର ଓ ରବିବାର ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । କରୋନା ସଂକ୍ରମଣ ବୃଦ୍ଧି ପାଇଁ ଆଜି ଛତିଶା ନିଯୋଗ ବୈଠକରେ ଏଭଳି ନିଷ୍ପତ୍ତି
Read More...

ଆଜି ଠାରୁ ବନ୍ଦ ହେଲା ପ୍ରତ୍ନତାତ୍ତ୍ୱିକ ସ୍ଥଳ

ଭୁବନେଶ୍ୱର : ଓଡିଶା ତଥା ସାରା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଭଳି ସମୟରେ ସଂକ୍ରମଣ ରୋକିବାକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ରାଜ୍ୟରେ ଥିବା ସମସ୍ତ ପ୍ରତ୍ନତାତ୍ତ୍ୱିକ ସ୍ଥଳଗୁଡିକୁ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି
Read More...

ଆରଡି ମନ୍ଦିର ୩ ଦିନ ଲାଗି ବନ୍ଦ

ଭଦ୍ରକ: ଭ୍ରଦକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡି ମନ୍ଦିରରୁ ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତିନିଦିନ ଲାଗି ଆଖଣ୍ଡଳମଣି ମନ୍ଦିର ବନ୍ଦ ପାଇଁ ପ୍ରଶାସନ ନିଷ୍ପତି ଗ୍ରହଣ କରିଛି । ଏନେଇ ଉପଜିଲ୍ଲାପାଳ ପୀତାମ୍ବର ସାମଲ ସୂଚନା ଦେଇଛନ୍ତି । ତାଙ୍କର ସୂଚନା ଅନୁଯାୟୀ, ଆଜି
Read More...

ପ୍ରବାସୀ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା

କଟକ: କଟକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବାଇପାସ ନିକଟରେ ପ୍ରବାସୀ ଓଡିଆଙ୍କୁ ନେଇ ଆସୁଥିବା ବସ୍ ଏକ ଟ୍ରକ୍ ସହ ମୁହାଁ ମୁହିଁ ଧକ୍କା ହେବା ଫଳରେ ଟ୍ରକ୍ ଚାଳକଙ୍କ ମୃତ୍ୟୁ ହେବା ସହ ବସରେ ଥିବା ପ୍ରବାସୀ ଆହତ ହୋଇଛନ୍ତି । ମୃତ ଚାଳକଙ୍କ ପରିଚୟ ଅସ୍ପଷ୍ଟ ରହିଛି ।
Read More...

କୋଭିଡ୍ ଗାଇଡଲାଇନ୍; ଆନ୍ତଃ ରାଜ୍ୟ ବସ୍ ଚଳାଚଳ ଠପ୍, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମିତ ମାମଲା ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ରାଜ୍ୟବ୍ୟାପୀ ନାଇଟ୍ କର୍ଫ୍ୟୁ ଘୋଷଣା କରିଛନ୍ତି। ପଶ୍ଚିମଓଡ଼ିଶାର ୧୦ଟି ଜିଲ୍ଲାରେ ନାଇଟକର୍ଫ୍ୟୁ ସମେତ ସାପ୍ତାହିକ ଶଟଡାଉନ୍ ଏବଂ ଅନ୍ୟ ୨୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବା ସହ ଆନ୍ତଃ ରାଜ୍ୟ
Read More...

ରାଜ୍ୟକୁ ପୁଣି ଫେରିଲା ଶଟ୍ଡାଉନ୍ ଓ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ଆସନ୍ତାକାଲିଠୁ ରାଜ୍ୟବ୍ୟାପୀ ନାଇଟ୍ କର୍ଫ୍ୟୁ ଲାଗୁ କରିଛନ୍ତି। ଏହାସହିତ ଛତିଶଗଡ଼ ସୀମାବର୍ତ୍ତୀ ୧୦ଟି ଜିଲ୍ଲାରେ ସାପ୍ତାହିକ ଶଟଡାଉନ୍ ସହ ସନ୍ଧ୍ୟା ୬ରୁ ସକାଳ ୫ଟା ପର୍ଯ୍ୟନ୍ତ ଏବଂ ଅନ୍ୟ
Read More...

ନଦୀରେ ବୁଡ଼ି ଭାଇ ଭଉଣୀ ମୃତ

ଭଦ୍ରକ: ଭଦ୍ରକ ଜିଲା ଧାମନଗର ବ୍ଲକ ସୋହଡା ପଞ୍ଚାୟତସ୍ଥିତ ବୈତରଣୀ ନଦୀରେ ବୁଡ଼ି ଗୁରୁବାର ଭାଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ବୈତରଣୀ ନଦୀ ଭିତରେ ବ୍ରିଜ ପାଇଁ ଖୋଳା ଯାଇଥିବା ଗାତରେ ପଡ଼ି କଅଁଳ ଭାଇଭଉଣୀଙ୍କ ଜୀବନ ଚାଲିଯାଇଛି। ମୃତ ଦୁଇ ଶିଶୁ ଧାମନଗନର ଥାନା ଅନ୍ତର୍ଗତ ସୋହଡ଼ା ଗ୍ରାମର
Read More...

ନାସା ପ୍ରତିଯୋଗିତାରେ ଓଡ଼ିଆ ଛାତ୍ରଙ୍କ କମାଲ୍‌

ଗୁଣୁପୁର: ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ କରାଯାଇଥିବା ଏକ କୁଇଜ ପ୍ରତିଯୋଗିତାରେ ରାୟଗଡା ଜିଲ୍ଲା ଗୁଣୁପୁର ଉଠା ଜଳସେଚନ କଲୋନୀର ଯୁକ୍ତ ଦୁଇ ଛାତ୍ର ଜୟରାମ ଗୌଡ଼ ସଫଳତା ହାସଲ କରିଛନ୍ତି। ଅନଲାଇନରେ କରାଯାଇଥିବା ଏହି ପ୍ରତିଯୋଗିତାରେ ମୋଟ ୩୦୦ ମାର୍କର ପରୀକ୍ଷା ହୋଇଥିବା ବେଳେ
Read More...

ସ୍ୱେରେଜ ଚାମ୍ବରରେ ଫସି ୨ ମୃତ ଜଣେ ଗୁରୁତର

କଟକ: ଗୁରୁବାର କଟକ ସ୍ଥିତ ସିଡିଏ ସେକ୍ଟର ୧୦ରେ ସ୍ୱେରେଜ୍ ଲାଇନ୍ କାମ ଚାଲିଥିବା ବେଳେ ଏକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ସ୍ୱେରେଜ୍ ଚାମ୍ବରରେ ଫସିଯିବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଜଣଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡ଼ିକାଲ୍‌ରେ
Read More...