ରାଜ୍ୟରେ ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ଆଜି ନିର୍ଦ୍ଦେଶ ଦେଇଛନ୍ତି।ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର!-->…
Read More...
Read More...