Browsing Category

ରାଜ୍ୟ

ହାଇଦରକୁ କରୋନା: ରିମାଣ୍ଡ ସ୍ଥଗିତ

କଟକ: କଟକ ବଡମେଡିକାଲରୁ ଖସି ପଳାଇବା ପରେ ତେଲେଙ୍ଗାନାରେ ଧରା ପଡିଥିବା ଗ୍ୟାଙ୍ଗଷ୍ଟର ହାଇଦର କରୋନା ସଂକ୍ରମିତ ହୋଇଛି। ଆରଟିପିସିଆର ପରୀକ୍ଷାରେ ସେ କରୋନା ପଜିଟିଭ ଥିବା ଜଣାଯାଇଛି। ଗତକାଲି ପ୍ରଥମେ ହାଇଦରର ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା। ସେଥିରେ ରିପୋର୍ଟ ନେଗେଟିଭ ଆସିବାରେ ତାହାର…
Read More...

୧୨୦ଘଂଟାର ଅପରେସନ୍ ଚମତ୍କାର ଥିଲା : ସିପି

କଟକ: ତେଲେଙ୍ଗାନାରୁ ଧରା ପଡିଥିବା ଗ୍ୟାଙ୍ଗଷ୍ଟାର ହାଇଦରକୁ କମିଶନ୍‌ରେଟ ପୋଲିସ୍ ୩ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ଆଣି ଆଜି କଟକ ଡିସିପି କାର୍ଯ୍ୟାଳୟରେ କଡା ସୂରକ୍ଷା ବ୍ୟବସ୍ଥା ମଧ୍ୟରେ ରଖିଥିବା ବେଳେ ତାକୁ ମାରାଥନ୍ ଜେରା ଜାରୀ ରଖିଛି । ସେହିପରି ଆଜି ତାକୁ କୋର୍ଟ ଚାଲାଣ କରିବା…
Read More...

ମାଟି ଅତଡା ଧସି ୩ ମହିଳା ମୃତ

କୋରାପୁଟ: ଘର ଲିପିବା ପାଇଁ ମାଟି ଆଣିବାକୁ ଯାଇଥିବା ବେଳେ ଚୂନ ମାଟି ଧସି ୩ ମହିଳାଙ୍କର ମୃତ୍ୟୁ ଘଟିବା ସଙ୍ଗେ ସଙ୍ଗେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତାହତ ମହିଳାମାନେ ପଟାଙ୍ଗରୀ ଥାନା ଅର୍ନ୍ତଗତ ମିଳିୱାରୀଗୁଡା ଗ୍ରାମର । ପୋଡାଗୁଡାକୁ ଚୂନମାଟି ଆଣିବାକୁ ଯାଇଥିବା ବେଳେ ଏହି…
Read More...

୧୯ରୁ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ଆସନ୍ତା ୧୯ ତାରିଖ ସୋମବାରଠାରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର ପରୀକ୍ଷା ଓ ଅଫ୍‌ଲାଇନ୍ ପାଠ ପଢା ବନ୍ଦ ଲାଗି ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ସେହିପରି ୧୯ ତାରିଖ ସୁଦ୍ଧା ସମସ୍ତ ଛାତ୍ରାବାସ ବନ୍ଦ ସହ ଖାଲିକରିବାକୁ ମଧ୍ୟ…
Read More...

ଅମାନିଆଙ୍କ ଠାରୁ ୨୬,୧୫, ୭୦୦ଟଙ୍କା ଜୋରିମାନା ଆଦାୟ

କଟକ: ଓଡ଼ିଶା ପୋଲିସ୍ ତରଫରୁ କୋଭିଡ୍ ନିୟମ ଉଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଅପ୍ରେଲ୍ ୭ ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିଥିବା ଓଡ଼ିଶା ପୋଲିସ୍‌ର ସ୍ୱତନ୍ତ୍ର ଡ୍ରାଇଭ୍‌ର ଅଷ୍ଟମ ଦିନରେ ସମୁଦାୟ ୮ ହଜାର ୩୧୪ ଜଣ ବ୍ୟକ୍ତିଙ୍କଠାରୁ ୨୬ ଲକ୍ଷ ୧୫ ହଜାର…
Read More...

ଆନ୍ତଃରାଜ୍ୟ ବସ୍ ବନ୍ଦ : ଚିନ୍ତାରେ ମାଲିକ

ଭୁବନେଶ୍ୱର: କରୋନା ସଂକ୍ରମଣର ଚେନ୍ ଭାଙ୍ଗିବାକୁ ରାଜ୍ୟ ସରକାର କୋଭିଡ କଟକଣାକୁ ଆହୁରି କଡାକଡି କରିଛନ୍ତି । ଆସନ୍ତା ୧୯ରୁ ଆନ୍ତଃରାଜ୍ୟ ବସ୍ ଚଳାଚଳ ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ରାଜ୍ୟ ଭିତରେ ପୂର୍ବଭଳି ବସ୍ ଚଳାଚଳ ଚାଲୁ ରହିବ । ରାଜ୍ୟରେ…
Read More...

ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତର, ପଶ୍ଚିମ, ଦକ୍ଷିଣ ଓ ଉତର ଉପକୂଳର ୧୯ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଗୁରୁବାର ଅପରାହ୍ନ ୧ଟା ୩୦ରୁ ଶୁକ୍ରବାର ସକାଳ ୮ଟା ୩୦ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା,…
Read More...

୩-୪ଦିନ ପରେ ପୁଣି ବଢିବ ତାତି

ଭୁବନେଶ୍ୱର: ରାଜ୍ୟରେ ଅନେକ ସ୍ଥାନରେ ଗତକାଲି ବର୍ଷା ହୋଇଯାଇଛି । ବିଶେଷକରି ଦକ୍ଷିଣ ଓ ଉତର ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଯୋଗୁଁ ପାଗ ଥଣ୍ଡା ରହିଛି । ଏଥିସହ ରାଜ୍ୟର ତାପମାତ୍ରା ପୁଣିଥରେ ୪୦ ଡିଗ୍ରିକୁ ଖସି ଆସିଛି । ଆଜି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଭୁବନେଶ୍ୱରଠାରେ ୩୯.୭…
Read More...

ଏଣିକି ଶନି, ରବି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଏଣିକି ସପ୍ତାହର ପ୍ରତ୍ୟେକ ଶନିବାର ଓ ରବିବାର ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । କରୋନା ସଂକ୍ରମଣ ବୃଦ୍ଧି ପାଇଁ ଆଜି ଛତିଶା ନିଯୋଗ ବୈଠକରେ ଏଭଳି ନିଷ୍ପତ୍ତି…
Read More...

ଆଜି ଠାରୁ ବନ୍ଦ ହେଲା ପ୍ରତ୍ନତାତ୍ତ୍ୱିକ ସ୍ଥଳ

ଭୁବନେଶ୍ୱର : ଓଡିଶା ତଥା ସାରା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଭଳି ସମୟରେ ସଂକ୍ରମଣ ରୋକିବାକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ରାଜ୍ୟରେ ଥିବା ସମସ୍ତ ପ୍ରତ୍ନତାତ୍ତ୍ୱିକ ସ୍ଥଳଗୁଡିକୁ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି…
Read More...