ଆରଡି ମନ୍ଦିର ୩ ଦିନ ଲାଗି ବନ୍ଦ
ଭଦ୍ରକ: ଭ୍ରଦକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡି ମନ୍ଦିରରୁ ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତିନିଦିନ ଲାଗି ଆଖଣ୍ଡଳମଣି ମନ୍ଦିର ବନ୍ଦ ପାଇଁ ପ୍ରଶାସନ ନିଷ୍ପତି ଗ୍ରହଣ କରିଛି । ଏନେଇ ଉପଜିଲ୍ଲାପାଳ ପୀତାମ୍ବର ସାମଲ ସୂଚନା ଦେଇଛନ୍ତି । ତାଙ୍କର ସୂଚନା ଅନୁଯାୟୀ, ଆଜି!-->…
Read More...
Read More...