ହାଇଦର ଫେରାର ଫଛରେ ବଡ଼ ଅଫିସରଙ୍କ ହାତ: ବିଜୟ
ଭୁବନେଶ୍ୱର: ହାଇଦରକୁ ଫେରାର କରିଦିଆଯାଇଛି କହିଛନ୍ତି ବିଜେପି ନେତା ବିଜୟ ମହାପାତ୍ର। ସେ କହିଛନ୍ତି ଯେ ସୁପରିକଳ୍ପିତ ଓ ଯୋଜନାବଦ୍ଧ ଭାବେ ହାଇଦରକୁ ଫେରାର କରାଯାଇଛି। ଫେରାରର ସତ୍ୟ ଘଟଣାକୁ ଲୁଚେଇବାକୁ ଚେଷ୍ଟା କରାଯାଇଛି। ପ୍ରଥମେ STF ମୁଖ୍ୟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉ ବୋଲି!-->…
Read More...
Read More...