କନ୍ଧମାଳ ପୁଲିସ ଜିଲ୍ଲାରେ ଏସଆଇ ଓ ଏଏସଆଇ ସ୍ତରରେ ବ୍ୟାପକ ଅଦଳ ବଦଳ
କନ୍ଧମାଳ : କନ୍ଧମାଳ ଜିଲ୍ଲାର ପୋଲିସ୍ ଏସ୍ଆଇ ଏବଂ ଏଏସ୍ଆଇ ଅଦଳ ବଦଳ ହୋଇଥିବା ଜଣାପଡିଛି । କନ୍ଧମାଳ ପୋଲିସ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର ଙ୍କ ଅଧ୍ୟକ୍ଷତାରେ କମିଟି ଗଠିତ ହୋଇଛି । କମିଟିରେ ଏହି ବଦଳି ଆଦେଶ ବାହାରିଥିବା ଜଣାପଡିଛି । ମାନ୍ୟବର ନିର୍ବାଚନ ଆୟୋଗର!-->…
Read More...
Read More...