ସତର୍କତା ଏବଂ ସଚେତନତା ହିଁ କରୋନାକୁ ରୋକିବାର ଶ୍ରେଷ୍ଠ ଉପାୟ: ମୁଖ୍ୟମନ୍ତ୍ରୀ
ଭୁୁବନେଶ୍ୱର : ସତର୍କତା ଏବଂ ସଚେତନତା ହିଁ କରୋନାକୁ ରୋକିବାର ଶ୍ରେଷ୍ଠ ଉପାୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ କରି କହିଛନ୍ତି ଯେ - ଦେଶରେ ବୃଦ୍ଧି ପାଉଥିବା କରୋନାର ଦ୍ୱିତୀୟ ଲହର ପୁଣିଥରେ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆହ୍ୱାନ ଭାବେ ଉଭା ହୋଇଛି । ଆମର!-->…
Read More...
Read More...