Browsing Category

ରାଜ୍ୟ

ସମସ୍ତ ଧର୍ମାନୁଷ୍ଠାନ ୭ଦିନ ବନ୍ଦ : ଗଞ୍ଜାମ ଜିଲ୍ଲା ପ୍ରଶାସନ

ବ୍ରହ୍ମପୁର: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଗଞ୍ଜାମରେ ନୂଆ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ । ଗଞ୍ଜାମର ମନ୍ଦିର, ପାର୍କ, ସମୁଦ୍ର ବେଳାଭୂମି, ପଡିଆ ଓ ବିଭିନ୍ନ ହ୍ରଦକୁ ୭ ଦିନ ପାଇଁ ବନ୍ଦ କରିଛି ପ୍ରଶାସନ । ଆସନ୍ତାକାଲିଠାରୁ ଏହି କଟକଣା ଜାରି ହେବ । ଏହି ସମୟରେ ସମ୍ପୃକ୍ତ…
Read More...

ରାଜଧାନୀ ପ୍ରତିଷ୍ଠା ଦିବସ: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ସାଲିଆସାହି ବସ୍ତିବାସିନ୍ଦା

ଭୁବନେଶ୍ୱର: ମଙ୍ଗଳବାର ରାଜଧାନୀ ପ୍ରତିଷ୍ଠା ଦିବସ ଅବସରେ ସାଲିଆ ସାହିର ବସ୍ତି ବାସିନ୍ଦାମାନେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ । ସେମାନଙ୍କର ସ୍ଥାୟୀ ଜମି ପଟ୍ଟା ଓ ପକ୍କା ଘର ପ୍ରଦାନ ନିମନ୍ତେ ଆଲୋଚନା କରିଥିଲେ । ବସ୍ତି ବାସିନ୍ଦାଙ୍କ ସମସ୍ୟାର…
Read More...

୫୭ ହଜାର ଟଙ୍କାର ଜାଲ୍ନୋଟ୍ କାରବାରରେ ରେଳବାଇ କର୍ମଚାରୀ

ବ୍ରଜରାଜନଗର: ବ୍ରଜରାଜନଗର ଥାନା ଅନ୍ତର୍ଗତ ଚାନ୍ଦନୀ ଚୌକ ଅଞ୍ଚଳର ଏକ ଭଡା ଘରୁ ପୋଲିସ୍ ୫୭ ହଜାର ଟଙ୍କା ଜାଲ୍ ନୋଟ୍ ଜବତ କରିବା ସହିତ ଏହି ଘଟଣାରେ ଜଣେ ରେଳବାଇ ଅଧିକାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ରମଣ କୁମାର ରଜକ । ରମଣ ବ୍ରଜରାଜନଗର ରେଳ ଷ୍ଟେସନରେ ବରିଷ୍ଠ…
Read More...

ବଜ୍ରାଘାତରେ ଜଣେ ମୃତ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ରରୁଆଁ ଅନ୍ତର୍ଗତ ଗୟଳଚେଟୁଆ ଗ୍ରାମରେ ଜନୈକ ବ୍ୟକ୍ତି ବଜ୍ରାଘାତରେ ମୃତ୍ୟୁବରଣ କରିଥିବାର ଖବର ମିଳିଛି । ଆଜି ଅପରାହ୍ନରେ ଜିଲ୍ଲାର ବିଭିନ୍ନ ଅଂଚଳରେ ଘଡଘଡି ସହିତ ବର୍ଷା ହୋଇଥିଲା । ତେବେ ସୁନା (୫୫) ଗାଧୋଇ ବାକୁ ଯାଇଥିବା ବେଳେ, ହଠାତ ବର୍ଷା ଘଡଘଡି…
Read More...

ପିପିଲି-ଡେଲାଙ୍ଗ ବିକାଶ କାମ ମୁଁ ନିଜେ ବୁଝିବି : ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର: ପିପିଲି-ଡେଲାଙ୍ଗର ବିକାଶ କାମ ମୁଁ ନିଜେ ବୁଝିବି । ବିଜୁ ଜନତା ଦଳର ପ୍ରାର୍ଥୀକୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ଆପଣମାନେ ଆଶୀର୍ବାଦ କରନ୍ତୁ ବୋଲି କହି ପିପିଲି -ଡେଲାଙ୍ଗବାସୀଙ୍କୁ ଅନୁରୋଧ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋମବାର ଦିନ…
Read More...

ରାଜ୍ୟକୁ ଟିକା ଦେବା ପାଇଁ ପୁଣି ଚିଠି ଲେଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାକୁ ସ୍ୱଳ୍ପ ଓ ଅନିୟମିତ ଭାବେ କୋଭିଡ୍-୧୯ ଟିକା ଯୋଗାଣ ହେତୁ ରାଜ୍ୟରେ ଟିକାକରଣ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି । ଆଜି ପର୍ଯ୍ୟନ୍ତ ରାଜ୍ୟ ମୋଟ ୪୬ ଲକ୍ଷ ୮ ହଜାର ୬୫୦ ଡୋଜ୍ ଟିକା ପାଇଥିବାବେଳେ ସେଥି ମଧ୍ୟରୁ ଉପକେନ୍ଦ୍ରଗୁଡ଼ିକରେ କୌଣସି ଟିକା ଉପଲବ୍ଧ ନଥିବାବେଳେ…
Read More...

ପଣା ସଂକ୍ରାନ୍ତିରେ ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର : ରାଜ୍ୟରେ ମହାମାରୀର ପ୍ରଭାବ ବଢ଼ି ବଢ଼ି ଚାଲିଥିବା ବେଳେ ଆସନ୍ତାକାଲି ପଣା ସଂକ୍ରାନ୍ତି ପାଇଁ ବିଏମସି ପକ୍ଷରୁ କଡ଼ା କଟକଣା ଜାରି କରାଯାଇଛି । ଆସନ୍ତାକାଲି ମହାବିଷୁବ ସଂକ୍ରାନ୍ତି ପଡ଼ୁଥିବା ବେଳେ ମନ୍ଦିରରେ ଭିଡ଼ ହେବାର ଆଶଙ୍କା କରି ଆଗୁଆ ପଦକ୍ଷେପ ନିଆଯାଇଛି । କରୋନା…
Read More...

ହାଇଦର ଫେରାର ଫଛରେ ବଡ଼ ଅଫିସରଙ୍କ ହାତ: ବିଜୟ

ଭୁବନେଶ୍ୱର: ହାଇଦରକୁ ଫେରାର କରିଦିଆଯାଇଛି କହିଛନ୍ତି ବିଜେପି ନେତା ବିଜୟ ମହାପାତ୍ର। ସେ କହିଛନ୍ତି ଯେ ସୁପରିକଳ୍ପିତ ଓ ଯୋଜନାବଦ୍ଧ ଭାବେ ହାଇଦରକୁ ଫେରାର କରାଯାଇଛି। ଫେରାରର ସତ୍ୟ ଘଟଣାକୁ ଲୁଚେଇବାକୁ ଚେଷ୍ଟା କରାଯାଇଛି। ପ୍ରଥମେ STF ମୁଖ୍ୟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉ ବୋଲି…
Read More...

‘ଅପରେସନ ପୂର୍ବରୁ ଫେରାର ହୋଇଛି ହାଇଦର’

କଟକ: କଟକ ବଡ଼ମେଡିକାଲରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଚିକିତ୍ସା ପାଇଁ ହାଇଦର ହିଁ କ୍ୟାବିନ ଭାଙ୍ଗିଥିବା SCB କର୍ତ୍ତୃପକ୍ଷ କହିଛନ୍ତି। ଏସ୍‌ସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାଣାଙ୍କ ସୂଚନା ଦେଇଛନ୍ତି ଯେ ସମ୍ବଲପୁର ଜେଲ ପକ୍ଷରୁ ନୁହେଁ, ହାଇଦର ହିଁ କ୍ୟାବିନ…
Read More...

ଶ୍ରୀମନ୍ଦିର ସହ ସଂପୃକ୍ତ ୨୩ ବାହାରିଲେ କରୋନା ପଜିଟିଭ

ପୁରୀ: ପୁରୀରେ ବ୍ୟାପକ ହୋଇଛି କରୋନା ସଂକ୍ରମଣ। ପର୍ଯ୍ୟଟକଙ୍କଠାରୁ ଆରମ୍ଭ କରି ଶ୍ରୀମନ୍ଦିର ପର୍ଯ୍ୟନ୍ତ ସବୁଠି ବ୍ୟାପିଲାଣି କରୋନା ସଂକ୍ରମଣ। ଦୀର୍ଘମାସ ବନ୍ଦ ରହିବା ପରେ ପୁରୀ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିଥିଲା। କଟକଣା ଭିତରେ ଜଗା ଦର୍ଶନ ପାଉଥିଲେ ଭକ୍ତ। ହେଲେ ଏବେ ପରିସ୍ଥିତି…
Read More...