ଓଡିଶାରେ ୧୩୭୯ ପଜିଟିଭ୍
ଭୁବନେଶ୍ୱର: ଗତ ୨୪ ଘଂଟା ଭିତରେ ରାଜ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୦୮ ଜଣ କ୍ୱାରେଂଟାଇନ୍ରେ ଥିବା ବେଳେ ୫୭୧ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି । ମିଳିଥିବା ସୂଚନା ମୁତାବକ ଗତ ୨୪ ଘଂଟାରେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩୧୭ ଓ ଖୋର୍ଦ୍ଧା!-->…
Read More...
Read More...