Browsing Category

ରାଜ୍ୟ

ଅଘୋଷିତ ବିଦ୍ୟୁତ କାଟକୁ ନେଇ ଅସନ୍ତୋଷ

ବେଗୁନିଆ : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବିଦ୍ୟୁତ ଉପଖଣ୍ଡରେଏବେ ନୀତିଦିନ ବିନା ସୂଚନାରେ ବାରମ୍ବାର ବିଦ୍ୟୁତ କାଟ ଘଟଣା ସାଧାରଣରେ ଅସନ୍ତୋଷ ସୃଷ୍ଟି କରିଛି । କୌଣସି ପୂର୍ବ ସୂଚନା ନଥାଇ ପ୍ରତିଦିନ ସକାଳୁ ସନ୍ଧ୍ୟା ଭିତରେ ବାରମ୍ବାର ବିଦ୍ୟୁତ କାଟ ହେଉଥିବା ସମ୍ପର୍କରେ ବିଭାଗୀୟ…
Read More...

ଝାରସୁଗୁଡ଼ାରେ କୋଭିଡ ପରିଚାଳନା ନେଇ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା ବୈଠକ

ଝାରସୁଗୁଡ଼ା : ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଓ ଝାରସୁଗୁଡ଼ା ଜିଲ୍ଲା ପାଇଁ ନିଯୁକ୍ତ କୋଭିଡ ପର୍ଯ୍ୟବେକ୍ଷକ ନିକୁଞ୍ଜ ବିହାରୀ ଧଳ ଜିଲ୍ଲାରେ କୋଭିଡ ପରିଚାଳନା ନେଇ ସମୀକ୍ଷା କରିଛନ୍ତି ।ଜିଲ୍ଲା ଖଣିଜ ପାଣ୍ଠି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ଧଳ…
Read More...

ନିଲମ୍ବିତ ହେଲେ ସରପଞ୍ଚ

ଯାଜପୁର : ବର ବ୍ଲକ ବୋଦୁଅ ପଂଚାୟତର ସରପଂଚ ଅର୍ଚ୍ଚନା ମଲ୍ଲିକଙ୍କୁ ଆର୍ଥିକ ଅନିୟମିତତା ଅଭିଯୋଗରେ ପଂଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ନିଲମ୍ବିତ କରାଯାଇଛି । ବିଭାଗୀୟ ପତ୍ର ସଂଖ୍ୟା ୬୬୪୯/ ୦୭-୦୪-୨୦୨୧ ରେ ଶ୍ରୀମତି ମଲ୍ଲିକଙ୍କୁ ନିଲମ୍ବିତ କରାଯାଇଥିବାର ଜଣାପଡିଛି ।…
Read More...

ବିଧବା ମହିଳାଙ୍କୁ ଗଣଦୁଷ୍କର୍ମ

ବାଲେଶ୍ଵର: ଚାନ୍ଦିପୁର ନାଉପାଳଗଡି ଅଞ୍ଚଳରେ ଜଣେ ବିଧବା ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁବାର ରାତିରେ ମହିଳାଙ୍କୁ ୫-୬ ଜଣ ଦୁର୍ବୃତ୍ତ ତାଙ୍କ ଘରୁ ନେଇ ଏକ…
Read More...

ବାଣୀବିହାର ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଖାଲି କରିବା ନିର୍ଦ୍ଦେଶକୁ ବିରୋଧ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମଣ ତୀବ୍ର ଗତିରେ ବୃଦ୍ଧିପାଉଥିବାବେଳେ ତାହାକୁ ଦୃଷ୍ଟିରେ ରଖି ବାଣୀବିହାରର ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ବିରୋଧ କରି ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ଆଜି ଶତାଧିକ ସଂଖ୍ୟାରେ ଏକ ଶୋଭଯାତ୍ରାରେ ଆସି…
Read More...

ସ୍ୱସ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

କଟକ: ଜାତୀୟ ସାଇକେଲ ଚାଳନା ଚାମ୍ପିଅନସିପରେ ନୂତନ ରେକର୍ଡ ସୃଷ୍ଟି କରିଥିବା ଓଡ଼ିଶାର ସ୍ୱସ୍ତି ସିଂହଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱସ୍ତିଙ୍କୁ ୨ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ।…
Read More...

୩ ଦିନ ପାଇଁ ବନ୍ଦ ରହିବ ଗୁଣପୁର ଜିଆଇଇଟି ବିଶ୍ୱବିଦ୍ୟାଳୟ

ଗୁଣପୁର: ଜିଆଇଇଟି ବିଶ୍ୱବିଦ୍ୟାଳୟ  କ୍ୟାମ୍ପସରୁ ୬ ପଜିଟିଭ ଚିହ୍ନଟ ପରେ ୩ ଦିନ ବିଶ୍ୱବିଦ୍ୟାଳୟ ବନ୍ଦ ରଖିବାକୁ ନିର୍ଦେଶ ଦେଇଛନ୍ତି ଗୁଣପୁର ଉପଜିଲ୍ଲାପାଳ ସୋନାଲ ଜେନା । ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ବନ୍ଦ ରହିବ । ସମ୍ପୂର୍ଣ୍ଣ କ୍ୟାମ୍ପସକୁ ସାନିଟାଇଜ…
Read More...

ଅଗ୍ନିକାଣ୍ଡରେ ଜଳିଗଲା ୫ ପରିବାରର ଘର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ବଡ଼ଡୁମ୍ବୁଳା ପଞ୍ଚାୟତର ବାଗଡ ଗ୍ରାମର ହରିଜନ ସାହିରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନକାଣ୍ଡ ଘଟି ୫ଟି ପରିବାରର ଘର ଭସ୍ମୀଭୂତ ହୋଇଛି । ଏଥିରେ ଲକ୍ଷାଧିକ ଟଙ୍କାର ଧନ ସମ୍ପତ୍ତି ନଷ୍ଟ ହୋଇଛି । ସୂଚନା ଅନୁଯାୟୀ, ରାତିରେ ସମସ୍ତେ…
Read More...

ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ ଆରଟିିପିସିଆର ଟେଷ୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର: ଏଣିକି ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ ଆରଟିିପିସିଆର ଟେଷ୍ଟ ବାଧ୍ୟତାମୂଳକ । ଯେଉଁମାନେ ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ ଲାଗି କ୍ୱାରେଣ୍ଟିନରେ ରଖାଯିବ । ରାଜ୍ୟରେ ଦୈନିକ ସଂକ୍ରମଣ ୯ଶହ ମୁହାଁ ହୋଇଥିବା ବେଳେ ଏହାକୁ ରୋକିବା ଲାଗି ରାଜ୍ୟ ସରକାରଙ୍କ…
Read More...

ଭୁବନେଶ୍ୱର ୟୁନିଟ୍‌-୧ ସ୍ଥିତ ଏସବିଆଇ ମେନ୍ ବ୍ରାଞ୍ଚ ପୁଣି ସିଲ୍ ହୋଇଛି

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍‌-୧ ସ୍ଥିତ ଏସବିଆଇ ମେନ୍ ବ୍ରାଞ୍ଚ ପୁଣି ସିଲ୍ ହୋଇଛି । ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତ ଏହାକୁ ସିଲ୍ କରିଛି ବିଏମ୍‌ସି । ଏଠାରୁ ଅଧିକ ସଂକ୍ରମିତ ଚିହ୍ନଟ ହେବାରୁ ଏପରି ନିଷ୍ପତି ନିଆଯାଇଥିବା କହିଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ପୂର୍ବରୁ…
Read More...