Browsing Category

ରାଜ୍ୟ

ଏଣିକି ଗଞ୍ଜାମରେ ବାହାଘର ଭୋଜି ବଦଳରେ ଖାଦ୍ୟ ପୁଡିଆ

ବ୍ରହ୍ମପୁର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ବାହାଘର ଭୋଜି ଉପରେ କଟକଣା ଜାରୀ କରିଛନ୍ତି । ଏଣିକି ଭୋଜି ବଦଳରେ ଖାଦ୍ୟ ପୁଡିଆ ଦେବା ଲାଗି ଜିଲ୍ଲାପାଳ ନିଦେ୍ର୍ଧଶ ନାମା ଜାରୀ କରିଛନ୍ତି । ଜିଲ୍ଲାପାଳଙ୍କ ନିଦେ୍ର୍ଧଶ ଅନୁସାରେ ବିବାହ ଉସôବରେ ଯୋଗ ଦେବାକୁ…
Read More...

ଅଙ୍ଗନବାଡ଼ି କର୍ମଚାରୀଙ୍କୁ ସରକାରୀ ମାନ୍ୟତା ପାଇଁ ଦାବି

ଭୁବନେଶ୍ୱର: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍ ଓଡ଼ିଶା ଅଙ୍ଗନ୍ନବାଡ଼ି ୱାର୍କସ ଆସୋସିଏସନର ରାଜ୍ୟସ୍ତରୀୟ ସମ୍ମିଳନୀ ଭୁବନେଶ୍ୱର ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଭାରତୀୟ ମଜଦୁର ସଂଘର ଅଖିଳ ଭାରତୀୟ ସଭାପତି…
Read More...

ପରୀ ମାମଲା: ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର: ନୟାଗଡ଼ ପରୀ ମୃତ୍ୟୁ ମାମଲାର ଶୁଣାଣି ଆସନ୍ତା ୧୯ ତାରିଖରେ ସୁପ୍ରିମକୋର୍ଟରେ ହେବ। ମାମଲାର ସିବିଆଇ ତଦନ୍ତ ଦାବି କରି ପରୀ ମା’ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏହି ମାମଲାରେ ରାଜ୍ୟ ସରକାର ଜବାବ ଦାଖଲ କରିବା ପରେ ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତି ଶୁଣାଇବେ। …
Read More...

ବ୍ରହ୍ମପୁରର ୬ କେନ୍ଦ୍ରରେ ଟିକାକରଣ ବନ୍ଦ

ବ୍ରହ୍ମପୁର : ବ୍ରହ୍ମପୁର ସହରରେ କୋଭିସିଲ୍‌ଡ ଟିକା ପ୍ରଦାନ କରାଯାଉଛି । କିନ୍ତୁ ଟିକାର ଅଭାବ ଯୋଗୁ ସୋମବାର ୬ଟି କେନ୍ଦ୍ରରେ ଟିକାକରଣ ବନ୍ଦ ରହିଛି । ସୂଚନା ଅନୁଯାୟୀ, ବ୍ରହ୍ମପୁର ସହରର ୮ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକା ପ୍ରଦାନ କରାଯାଉଥିଲା । ହେଲେ ଟିକାର…
Read More...

ରାଜ୍ୟରେ ୬୦୦ ନିକଟତର ହେଲା ଦୈନିକ ସଂକ୍ରମଣ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଦୈନିକ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାବେଳେ ସୋମବାର ସୁଦ୍ଧା ୬୦୦ ନିକଟତର ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ…
Read More...

ଟିଟିପିଏସ୍ ବନ୍ଦ ଯୋଗୁଁ ୫ହଜାର କର୍ମଚାରୀ ପ୍ରଭାବିତ

ତାଳଚେର: ଏନ୍.ଟି.ପି.ସି ତାଳଚେର ଥର୍ମାଲ କାରଖାନାର ବେଆଇନ ତାଲା ବନ୍ଦ ଓ ବେଆଇନ ଶ୍ରମିକ ଛଟେଇ ବିରୁଦ୍ଧରେ ସମସ୍ତ କେନ୍ଦ୍ରୀୟ ଶ୍ରମିକ ସଂଗଠନ ତରଫରୁ ଏ ବେଆଇନ ବନ୍ଦ ବିରୋଧରେ କରିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶ୍ରମ ବିଭାଗର ଉପଶ୍ରମ ସଂସ୍ଥାପିକାଙ୍କ କାର୍ଯ୍ୟାଳୟରେ କନସିଲିଏସନ…
Read More...

ଚଳିତ ବର୍ଷ ୧୦୦୦ କିମି ରାସ୍ତା ଓ ୩୦ଟି ସେତୁ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟ ରେ ୧୦୦୦ କିମି ରାସ୍ତା ଓ ତିରିଶ ଟି ସେତୁ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେ କହିଛନ୍ତି ଯେ ଖୁସିର କଥା, ଆଜି ଆସ୍କାରେ ଏକ ଗୁରୁତ୍ୱପୂର୍ଣ୍ଣ ସେତୁର ଉଦଘାଟନ କରାଗଲା । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ…
Read More...

ଝାରସୁଗୁଡାରେ ୧୨ଟି ସ୍ଥାନ କଂଟେନ୍ମେଂଟ

ଝାରସୁଗୁଡା: କରୋନା ସଂକ୍ରମଣ ବଢିବା ପରେ ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାକୁ ଫେରିଛି କମେଂଟମେଂଟ ଜୋନ୍ । ଝାରସୁଗୁଡା ଜିଲ୍ଲାରେ ୧୨ଟି ସ୍ଥାନକୁ ମାଇକ୍ରୋ କଂଟେନ୍ମେଂଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ଝାରସୁଗୁଡା ପୌର ପରିଷଦର ୮ଟି, କିରିମିରା ବ୍ଲକର ୩ଟି ଓ ଲଖନଫୁରର ଗୋଟିଏ…
Read More...

ଦିନରେ ଲାଗୁ ହୋଇପାରେ କର୍ଫ୍ୟୁ !

ଭୁବନେଶ୍ୱର: ସାରା ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିଲା ବେଳେ ଆସନ୍ତା ୪-୫ଦିନ ମଧ୍ୟରେ ରାଜ୍ୟରେ ଦିନ ବେଳା କର୍ଫ୍ୟୁ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି । କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି…
Read More...

ଅମିତ କଲେଜ ଛାତ୍ର ଯଜ୍ଞଜ୍ୟୋତି ସାମ୍ବାଦିକତାରେ ପାଇଲେ ସ୍ୱର୍ଣ୍ଣ ପଦକ

ଭୁବନେଶ୍ୱର : ଉକ୍ରଳ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ଅମିତ କଲେଜର ସାମ୍ବାଦିକତା ବିଭାଗର ଛାତ୍ର ଯଜ୍ଞଜ୍ୟୋତି ବେହେରା ୨୦୧୮-୨୦ ଶେଷ ବର୍ଷର ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗର ବିଶ୍ୱବିଦ୍ୟାଳୟ ସ୍ତରରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ତାଙ୍କର ଏହି ସଫଳତା ପାଇଁ ଉକ୍ରଳ…
Read More...