ରାଜ୍ୟରେ୨୧୮ ନୂଆ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୨୦୦ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ନୂଆ ପଜିଟିଭ ୨୧୮ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୯, ସ୍ଥାନୀୟ ୮୯। ମୋଟ ପଜିଟିଭ ୩,୪୦,୬୨୦କୁ ବୃଦ୍ଧି ପାଇଛି। ୩,୩୬, ୮୦୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୮୩୭ ସକ୍ରିୟ!-->…
Read More...
Read More...