Browsing Category

ରାଜ୍ୟ

ମେ’ ୨୩ରେ ଓଏଏସ୍ ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ୱର: କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ମଧ୍ୟରେ ଆଜି ଓଡିଶା ସିଭିଲ୍ ସର୍ଭିସେସ୍ (ପ୍ରିଲିମିନାରୀ) ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ଓଡିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଏହି ଓଏଏସ୍ ପ୍ରିଲିମିନାରୀ ପରୀକ୍ଷା ମେ’ ୨୩ ତାରିଖ ରବିବାର ୫ଟି
Read More...

ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱର: ଆଜି ମହାତ୍ମାଗାନ୍ଧୀଙ୍କ ଓଡିଶାକୁ ପ୍ରଥମଥର ଆଗମନର ୧୦୦ ବର୍ଷ ପୂର୍ତି ପାଳନ କରାଯାଇଛି । ବିଧାନସଭା ଅଧିବେଶନ ଚାଲିଥିବା ବେଳେ ଆଜି ଗୃହର ଭିତରେ ଓ ବାହାରେ ଏହା ପାଳନ କରାଯିବା ସହିତ କଟକରେ ପଦଯାତ୍ରା କରାଯାଇଥିଲା । ବିଭିନ୍ନସ୍ଥାନରେ ଏଥିନେଇ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ
Read More...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଥିବା ୩ ଟି ଓଡିଆ ସିନେମାର ଚଳଚ୍ଚିତ୍ର ନିଦେ୍ର୍ଧଶକ, ପ୍ରଯୋଜକ ଓ କଳାକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ 'ଶଲା ବୁଢ଼ାର
Read More...

ବରମୁଣ୍ଡା ଶିଶୁମନ୍ଦିରର ସଫଳତା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ଛାତ୍ରଛାତୀମାନେ ଚଳିତ ଶିକ୍ଷାବର୍ଷରେ ତୃତୀୟ ଓ ପଞ୍ଚମ ଶ୍ରେଣୀ ସରକାରୀ ବୃତି ପରୀକ୍ଷାରେ ଅଦ୍ଭୁତପୁର୍ବ ସଫଳତା ହାସଲ କରି ବିଦ୍ୟାଳୟକୁ ଗୌରବାନ୍ୱିତ କରିଛନ୍ତି । ଭୁବନେଶ୍ୱର ଶିକ୍ଷାଜିଲ୍ଲାର ସଫଳତା ମଧ୍ୟରେ
Read More...

୧୫ ନମ୍ବର ଜିଲ୍ଲା ପରିଷଦ ଜୋନ୍ ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ପାଟଣାଗଡ : ପାଟଣାଗଡ ନିର୍ବାଚନ ମଣ୍ଡିଳର ୧୫ ନମ୍ବର ଜୋନରେ ଖାଲି ପଡିଥିବା ଜିଲ୍ଲା ପରିହଦ ଆସନ ପାଇଁ ଆଜି ରାଜ୍ୟ ନିର୍ବାଚ କମିଶନ ପାଟଣାଗଡ ଉପଜିଲ୍ଲାପାଳଙ୍କୁ ପତ୍ର ମଧ୍ୟମରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ୧୫ ନମ୍ବର ଜିଲ୍ଲା ପରିଷଦ ଜୋନରେ ଥିବା ବିଜେଡି ନିର୍ବାଚିତ ପ୍ରାର୍ଥୀ
Read More...

ଏସଡିଭିଓ କାର୍ଯ୍ୟାଳୟର ବରିଷ୍ଠ ସହାୟକଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର: ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ(ଏସଡିଭିଓ)ଙ୍କ କାର୍ଯ୍ୟାଳୟର ବରିଷ୍ଠ ସହାୟକ ମାନସ ରଞ୍ଜନ ଦାସ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍‍ସନ୍‍ ସମ୍ବନ୍ଧୀୟ ଫାଇଲ୍‍ କାମ କରାଇଦେବା ପାଇଁ ୧୫ ହଜାର ଟଙ୍କା
Read More...

ବାଘଛାଲ ଜବତ ; ୨ ଗିରଫ

ଦେବଗଡ : ଦେବଗଡ ଜିଲା ବାରକୋଟ ଅନ୍ତର୍ଗତ ବଣାଇ ଛକରେ କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ ଚଢାଉ କରି କଲରାପତରିଆ ବାଘ ଛାଲ ଜବତ କରିଛି। ଛାଲ ବିକ୍ରି ପାଇଁ ଡିଲ କରାଯାଉଥିବା ବେଳେ ଗତକାଲି କ୍ରାଇମବ୍ରାଞ୍ଚ ଟିମ ବିଶେଷ ସୂତ୍ରରୁ ଖବର ପାଇ ଚଢାଉ କରି ଛାଲ ସହ ସମ୍ପୃକ୍ତ ଘଟଣାରେ ୨ ବାଘଛାଲ
Read More...

ରାଜ୍ୟରେ ଆଉ ୧୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି। ୨୪ ଘଣ୍ଟାରେ ଆଉ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୬୭, ସ୍ଥାନୀୟ ୪୬ । ମୋଟ ପଜିଟିଭ ସଂଖ୍ୟା ୩,୩୯,୦୭୬ରେ ପହଞ୍ଚିଛି। ୩,୩୬,୨୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୯୮ ସକ୍ରିୟ
Read More...

ସୁରଟ୍ ଓ ମୁମ୍ବାଇ ଫେରନ୍ତାଙ୍କ ପାଇଁ ସଂଗରୋଧ ବାଧ୍ୟତାମୂଳକ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆଜି ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ସୁରତ ଓ ମୁମ୍ବାଇରୁ ଫେରୁଥିବା ଲୋକମାନଙ୍କୁ ୭ ଦିନ ହୋମ କ୍ୱାରେଂଟାଇନ୍ରେ ରହିବା ବାଧ୍ୟତାମୂଳକ କରିଛି । କରୋନାର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଆଜି ଏହି
Read More...

ପୁଣି ଫେରିଲା ତାତି

ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ପୁଣି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମ ପ୍ରଭାହ ସାଙ୍ଗକୁ ରୌଦ୍ରତାପ ବଢିବାରେ ଲାଗିଛି । ଆଗକୁ ଆହୁରି ଅଧିକ ବଢିବ ବୋଲି ସ୍ତାନୀୟ ପାଣିପାଗ କାର୍ଯ୍ୟାଳୟ ପୂର୍ବାହ୍ନମାନ କରିଛି । କାଳବୈଶାଖୀ ପ୍ରଭାବ ସତ୍ୱେ ରାଜ୍ୟର
Read More...