ଭୁବନେଶ୍ବର ଓ ରାଉରକେଲା ହେଲା ୨ ନୂତନ ଅବକାରୀ ଜିଲା
ଭୁବନେଶ୍ୱର: ରାଜ୍ୟରେ ଅବକାରୀ ବିଭାଗକୁ ଚଳଚଞ୍ଚଳ କରିବାପାଇଁ ଆଜି ରାଜ୍ୟ କ୍ୟାବିନେଟରେ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି ଯେ ଓଡ଼ିଶା ଅବକାରୀ ସେବା କ୍ୟାଡରର ପୁନର୍ଗଠନ ପ୍ରସ୍ତାବକୁ ରାଜ୍ୟ!-->…
Read More...
Read More...