Browsing Category

ରାଜ୍ୟ

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କରୋନା ଟିକା ନେଇଛନ୍ତି। ବିଧାନସଭା ପରିସର ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ କୋଭାକ୍ସିନ ଟିକା ନେଇଛନ୍ତି। ଟିକା ନେବା ପରେ ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ
Read More...

ରାଜ୍ୟରେ ଦିନକରେ ଆଉ ୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ସୀମିତ ରହିଛି। ଦିନକରେ ଆଉ ୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୫୦, ସ୍ଥାନୀୟ ୩୬। ମୋଟ ପଜିଟିଭ ସଂଖ୍ୟା ୩,୩୭,୨୭୭ରେ ପହଞ୍ଚିଛି। ୩,୩୪,୫୭୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୩୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ
Read More...

ଆଇଆଇଟି ଭୁବନେଶ୍ୱରକୁ ‘ୟୁନିଭର୍ସିଟି ଅଫ୍ ଦି ଇୟର୍’ ସମ୍ମାନ

ଭୁବନେଶ୍ୱର: ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି(ଫିସି) ପକ୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷାନୁଷ୍ଠାନଗୁଡ଼ିକୁ ସମ୍ମାନିତ କରିବା ପାଇଁ ଆୟୋଜିତ ଏକ ଉତ୍ସବରେ ଆଇଆଇଟି ଭୁବନେଶ୍ୱର ୟୁନିଭସିର୍ଟି ଅଫ୍ ଦି ଇୟର୍ ସମ୍ମାନ
Read More...

ଭିସୁଟ୍ ସଟ୍ ଡାଉନ୍

ସମ୍ବଲପୁର: ଶଟ୍ ଡାଉନ ଘୋଷଣା ହେଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜୀ (ଭିସୁଟ୍) କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ବୁର୍ଲା ସ୍ଥ୍ିତ ଭିସୁଟ୍କୁ ଶଟଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଅନୁଷ୍ଠାନକୁ ବନ୍ଦ ରଖାଯାଇଛି । ଭିସୁଟ୍ର ୧୧ଟି
Read More...

ଖରିଫ ଧାନସଂଗ୍ରହ ୫୮ଲକ୍ଷ ମେଟ୍ରିକ ଟନ ଟପିଲା

ଭୁବନେଶ୍ବର : ରାଜ୍ୟରେ ଗତ ନଭେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇଥିବା ଖରିଫ ଧାନସଂଗ୍ରହ ପ୍ରକ୍ରିୟାରେ ଆଜିସୁଦ୍ଧା ୫୮ଲକ୍ଷ ୧୭ହଜାର ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏହି ପ୍ରକ୍ରିୟା ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।ଏଥର ଖରିଫ ଧାନସଂଗ୍ରହ ପାଇଁ ଧାର୍ଯ୍ୟ ସମୟର
Read More...

ସାତକୋଶିଆ ଇକୋ-ରିଟ୍ରିଟରେ ଅଗ୍ନିକାଣ୍ଡ

କଟକ ଜିଲ୍ଲା ସାତକୋଶିଆ ବାଲିପୁଟ ସ୍ଥିତ ଇକୋ ରିଟ୍ରିଟରେ ଆଜି ଭୋର ୫ଟାରେ ଇଲେକ୍ଟ୍ରିକ ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିବ ଫଳରେ ସେଠାରେ ପର୍ଯ୍ୟଟକଙ୍କ ପାଇଁ ଉଦ୍ଦିଷ୍ଟ ୩ଟି କଟେଜ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ତେବେ ସମସ୍ତ ପର୍ଯ୍ୟଟକ ସୁରକ୍ଷିତ ଥିବା ସୂଚନା ମିଳିଛି। ଆଜି
Read More...

ରାଜ୍ୟରେ ୮୭ ନୂଆ କରୋନା ପଜିଟିଭ୍ ଚିହ୍ନଟ

ବହୁଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ଆଶାତୀତ ଭାବେ ହ୍ରାସ ପାଇବା ପରେ ଏବେ ତାହା ପୁଣି ଧୀରେ ଧୀରେ ବୃଦ୍ଧି ହେଉଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ
Read More...

ବସ୍‍-ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଗୁରୁତର

କଟକ: କଟକ ସ୍ଥିତ ଗତିରାଉତପାଟଣା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‍-ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିବା ସହ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା
Read More...

ଚତୃର୍ଥ ଦିନ ପାଇଁ ବି ଭୁବନେଶ୍ୱର ସବୁଠୁ ଉପ୍ତତ ସହର

ଭୁବନେଶ୍ୱର: ଆଜି ବି ରାଜଧାନୀ ଭୁବନେଶ୍ୱର ରାଜର ସବୁଠାରୁ ଉତପ୍ତ ସହର ପରିଗଣିତ ହୋଇଛି । ଆଜି ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି । ଅପରପକ୍ଷରେ ଫୁଲବାଣୀରେ ତାପମାତ୍ରା ସବୁଠାରୁ କମ୍ ରହିଛି । ଏଠାରେ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ୍
Read More...

ଭିସୁଟରେ ୨୫ ଛାତ୍ରଙ୍କୁ କରୋନା

ବୁର୍ଲା: ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଭିସୁଟ)ର ୨୫ ଜଣ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁଯାୟୀ, ୨ ଦିନ ଭିତରେ ଭିସୁଟ୍ରେ ୩ଟି ହଷ୍ଟେଲର ୨୫ଛାତ୍ର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୨୪ ଜଣ
Read More...