Browsing Category

ରାଜ୍ୟ

ଖରିଫ ଧାନସଂଗ୍ରହ ୫୮ଲକ୍ଷ ମେଟ୍ରିକ ଟନ ଟପିଲା

ଭୁବନେଶ୍ବର : ରାଜ୍ୟରେ ଗତ ନଭେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇଥିବା ଖରିଫ ଧାନସଂଗ୍ରହ ପ୍ରକ୍ରିୟାରେ ଆଜିସୁଦ୍ଧା ୫୮ଲକ୍ଷ ୧୭ହଜାର ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏହି ପ୍ରକ୍ରିୟା ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।ଏଥର ଖରିଫ ଧାନସଂଗ୍ରହ ପାଇଁ ଧାର୍ଯ୍ୟ ସମୟର…
Read More...

ସାତକୋଶିଆ ଇକୋ-ରିଟ୍ରିଟରେ ଅଗ୍ନିକାଣ୍ଡ

କଟକ ଜିଲ୍ଲା ସାତକୋଶିଆ ବାଲିପୁଟ ସ୍ଥିତ ଇକୋ ରିଟ୍ରିଟରେ ଆଜି ଭୋର ୫ଟାରେ ଇଲେକ୍ଟ୍ରିକ ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିବ ଫଳରେ ସେଠାରେ ପର୍ଯ୍ୟଟକଙ୍କ ପାଇଁ ଉଦ୍ଦିଷ୍ଟ ୩ଟି କଟେଜ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ତେବେ ସମସ୍ତ ପର୍ଯ୍ୟଟକ ସୁରକ୍ଷିତ ଥିବା ସୂଚନା ମିଳିଛି। ଆଜି…
Read More...

ରାଜ୍ୟରେ ୮୭ ନୂଆ କରୋନା ପଜିଟିଭ୍ ଚିହ୍ନଟ

ବହୁଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ଆଶାତୀତ ଭାବେ ହ୍ରାସ ପାଇବା ପରେ ଏବେ ତାହା ପୁଣି ଧୀରେ ଧୀରେ ବୃଦ୍ଧି ହେଉଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ…
Read More...

ବସ୍‍-ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଗୁରୁତର

କଟକ: କଟକ ସ୍ଥିତ ଗତିରାଉତପାଟଣା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‍-ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିବା ସହ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା…
Read More...

ଚତୃର୍ଥ ଦିନ ପାଇଁ ବି ଭୁବନେଶ୍ୱର ସବୁଠୁ ଉପ୍ତତ ସହର

ଭୁବନେଶ୍ୱର: ଆଜି ବି ରାଜଧାନୀ ଭୁବନେଶ୍ୱର ରାଜର ସବୁଠାରୁ ଉତପ୍ତ ସହର ପରିଗଣିତ ହୋଇଛି । ଆଜି ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି । ଅପରପକ୍ଷରେ ଫୁଲବାଣୀରେ ତାପମାତ୍ରା ସବୁଠାରୁ କମ୍ ରହିଛି । ଏଠାରେ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ୍…
Read More...

ଭିସୁଟରେ ୨୫ ଛାତ୍ରଙ୍କୁ କରୋନା

ବୁର୍ଲା: ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଭିସୁଟ)ର ୨୫ ଜଣ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁଯାୟୀ, ୨ ଦିନ ଭିତରେ ଭିସୁଟ୍ରେ ୩ଟି ହଷ୍ଟେଲର ୨୫ଛାତ୍ର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୨୪ ଜଣ…
Read More...

୭ଦିନ ଗୃହ ପୃଥକ ବାସରେ ରହିବେ ୫ ରାଜ୍ୟ ଫେରନ୍ତା

ଭୁବନେଶ୍ୱର: ୫ଟି ରାଜ୍ୟ ତଥା ମହାରାଷ୍ଟ୍ର, କେରଳ, ତାମିଲନାଡ଼ୁ, ଛତିଶଗଡ଼ ଓ ମଧ୍ୟପ୍ରଦେଶରୁ ଫେରନ୍ତା ଯାତ୍ରୀମାନେ ଏଣିକି କଡା ନଜରରେ ରହିବେ । ସେମାନଙ୍କୁ ବିମାନବନ୍ଦର ଓ ରେଳ ଷ୍ଟେସନରେ ଥର୍ମାଲ ସ୍କ୍ରିନିଂ ସହ ରାପିଡ୍ ଆଣ୍ଟିଜେନ୍ କିଟ୍ ପରୀକ୍ଷା କରାଯିବ । ଏହି ନିଦେ୍ର୍ଧଶନାମା…
Read More...

ବିଧାନସଭାରେ ଶ୍ରୀ ମନ୍ଦିର ପରିକ୍ରମା ସଂକଳ୍ପ ପାରିତ

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଆଜି ବିଧାନସଭାରେ ସର୍ବସମ୍ମତି କ୍ରମେ ଗୃହିତ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ସଂକଳ୍ପ ବିଧାନସଭାରେ ଆଗତ କରିଥିଲେ । ସଂକଳ୍ପକୁ ବିରୋଧି ଦଳ ନେତା ଶ୍ରୀପ୍ରଦୀପ…
Read More...

୧୮୩ ଘରୋଇ ହସ୍ପିଟାଲକୁ ମିଳିଲା ଟିକାଦାନ ଅନୁମତି

ଭୁବନେଶ୍ୱର : ଓଡିଶାର ୧୮୩ଟି ଘରୋଇ ହସ୍ପିଟାଲରେ କୋଭିଡ୍ -୧୯ ଟୀକାକରଣ ହେବ । ଏଥିପାଇଁ ରାଜ୍ୟକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଏହି ଅନୁମତି ପାଇଁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କେନ୍ଦ୍ର ସ୍ୱାସ୍ଥ୍ୟ…
Read More...

ଦୁତି ଓ ଅମୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଣ୍ଡିଆନ୍ ଗ୍ରାଣ୍ଡ ପ୍ରିr-୨ରେ ଓଡ଼ିଶାର ଧାବିକା ଦୁତି ଚାନ୍ଦ ମହିଳା ୧୦୦ ମିଟର ଦୌଡ଼ରେ ସ୍ୱର୍ଣ୍ଣ ପଦକ ଏବଂ ଅମୀୟ କୁମାର ମଲ୍ଲିକ ପୁରୁଷ ୧୦୦ ମିଟର ଦୌଡ଼ରେ ରଜତ ପଦକ ପାଇଥିବାରୁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପଟିଆଲାର ଜାତୀୟ…
Read More...