Browsing Category

ରାଜ୍ୟ

ବିଧାନସଭା ସ୍ୱାଭାବିକ

ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନରେ ଲଗାତାହର ହଟ୍ଟଗୋଳ ଓ ମୁଲତବୀ ପରେ ଆଜି ଗୃହକାର୍ଯ୍ୟ ସ୍ୱାଭାବିକ ହୋଇଛି । ପ୍ରଶ୍ନକାଳରେ ବିଭିନ୍ନ ପ୍ରସଙ୍ଗରେ ଉତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ଏହି କ୍ରମରେ କରୋନା ଲକ୍ଡାଉନ୍ ସମୟରେ ରାଜ୍ୟରେ କେତେ ଅପରାଧ ଘଟିଛି େ ସ ନେଇ ବିସ୍ତୃତ ତଥ୍ୟ
Read More...

କୃଷି, ଶିକ୍ଷା ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ସାଧାରଣ ସ୍ୱତନ୍ତ୍ର କୃଷି ବଜେଟ୍ ଆଗତ କରିଛନ୍ତି । ଆଥିକ ବର୍ଷ ପାଇଁ ବଜେଟ୍ ମୋଟ୍ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଏଥିମଧ୍ୟରୁ ପ୍ରଶାସିନକ ବ୍ୟୟ ପାଇଁ ୮୫ ହଜାର
Read More...

ସାଢେ ୩ କ୍ୱିଣ୍ଟାଲ ଗଞ୍ଜେଇ ଜବତ : ଦୁଇ ଗିରଫ

ନବରଙ୍ଗପୁର: ନବରଙ୍ଗପୁର ସହର ଦେଇ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ କରିବାର ମୁଖ୍ୟ ମାଧ୍ୟମ ପାଲିଟିଛି । ପ୍ରତ୍ୟେକ ଦିନ ବିଭିନ୍ନ ଗାଡିରେ ଗଞ୍ଜେଇ ଚାଲାଣ ହେଉଛି । ଗତ ଶନିବାର ଉତରପ୍ରଦେଶ ଚାଲାଣ ବେଳେ ନବରଙ୍ଗପୁର ପୋଲିସ ହାତରେ ଧରପଡିଥିଲା ଏକ ପଶ୍ଚିମବଙ୍ଗ ନମ୍ବର ଥିବା ଏକ
Read More...

୨ ବର୍ଷରେ ୧୭୪୪ କୋଟି ଜିଏସ୍ଟି ଠକେଇ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଏକାଧିକ ଜାଲି ସଂସ୍ଥା ଖୋଲି କାଗଜପତ୍ରରେ ବେପାର ଦେଖାଇ କୋଟିକୋଟି ଠଙ୍କା ଜିଏସ୍ଟି ବାବଦକୁ ଠକିନେବା ଅଭିଯୋଗ ବଢ଼ିବାରେ ଲାଗିଛି । ବର୍ଷ ବର୍ଷ ଧରି ଏଭଳି ଠକ ବେପାରୀମାନେ ସରକାରଙ୍କୁ ଚୁନ ଲଗାଇ ଚାଲିଛନ୍ତି । ୨୦୧୮ ମସିହାରୁ ଆଜି ପର୍ଯ୍ୟନ୍ତ
Read More...

୧୯୯୯ ଗଣଦୁଷ୍କର୍ମ ମାମଲା: ଧରାପଡ଼ିଲା ମୁଖ୍ୟ ଅଭିଯୁକ୍ତ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ୧୯୯୯ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ସୋମବାର ଗିରଫ ହୋଇଛି। ଘଟଣାର ୨୨ ବର୍ଷ ପରେ ପରିଚୟ ବଦଳାଇ ପୁଣେରେ ରହୁଥିବା ବିବନକୁ ଗିରଫ କରିବାରେ ସଫଳ ହୋଇଛି କମିଶନରେଟ୍‍ ପୁଲିସ। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ।
Read More...

ରାଜ୍ୟରୁ ୬୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୧୦୦ରେ ସୀମତି ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ଆଉ ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୪୧, ସ୍ଥାନୀୟ ୨୮। ମୋଟ ପଜିଟିଭ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଛି। ୩,୩୪,୧୦୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ
Read More...

ଶିଳ୍ପ ପାଇଁ ଜମି ହରାଇଥିବା ବ୍ୟକ୍ତିଙ୍କୁ କ୍ଷତିପୂରଣ ପ୍ରଦାନ ଲାଗି ହାଇକୋର୍ଟଙ୍କ ନିର୍ଦେଶ

କଟକ : ଶିଳ୍ପ ପାଇଁ ଜମି ଅଧିଗ୍ରହଣ କରାଯାଇଥିଲେ ମଧ୍ୟ ଜମି ହରାଇଥିବା ବ୍ୟକ୍ତିଙ୍କୁ ଉପଯୁକ୍ତ କ୍ଷତିପୂରଣ ମିଳି ପାରି ନାହିଁ। ଜମି ହରାଇଥିବା ବ୍ୟକ୍ତିଙ୍କୁ ଓଡ଼ିଶା ରିହାବିଲିଟେସନ୍ ଆଣ୍ଡ ରିସେଟେଲମେଣ୍ଟ ପଲିସି, ୨୦୦୬ ପାଳନ କରି କ୍ଷତିପୂରଣ ପ୍ରଦାନ କରାଯାଇ ନଥିଲା। ଫଳରେ ଜମି
Read More...

ଆଜିଠାରୁ ରାଜଧାନୀରେ କରୋନା କଟକଣା କଡ଼ାକଡ଼ି

ଭୁବନେଶ୍ୱର: ପୁଣି ବୃଦ୍ଧି ପାଉଛି କରୋନାର ପ୍ରକୋପ। ଚିନ୍ତା ବଢାଉଛି ବିଦେଶୀ ଷ୍ଟ୍ରେନ୍‍। ତେଣୁ ରାଜ୍ୟ ସରକାର ନିୟମକୁ ପୁଣି କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱରରେ ଗତ କିଛି ଦିନ ବେହ ସଂକ୍ରମିତଙ୍କ ସଂଖ୍ୟା କମ୍‍ ଥିବା ବେଳେ ଏବେ ପୁଣି ସଂକ୍ରମଣ ଭୟ ଘାରିଛି। ଏହାକୁ
Read More...

ପୁରୀରେ ଡିଜେସେଟ୍ ଉପରେ ନିଷେଦ୍ଧାଦେଶ

ପୁରୀ: ପୁରୀ ସହରରେ ହାଇ ସାଉଣ୍ଡ ଡିଜେ ବାଜିବା ଉପରେ ଜିଲ୍ଲା ପୋଲିସ୍ କଡ଼ା କଟକଣା ଜାରି କରିଛି । କୈାଣସି ପରିସ୍ଥିତିରେ ସହରରେ ଡିଜେ ସେଟ୍ ବାଜି ପାରିବ ନାହିଁ । ମାନ୍ୟବର ସୁପ୍ରିମ୍ କୋର୍ଟଙ୍କ ନିଦେ୍ର୍ଧଶ ଓ ଗାଇଡ଼୍ ଲାଇନ୍ ଆଧାରରେ ଏହି ନିଦେ୍ର୍ଧଶନାମା ଜାରି କରାଯାଇଛି । ନିୟମ
Read More...

ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରତିଷ୍ଠା ହେବ ସାଇନ୍ସ ପାର୍କ

ଭୁବନେଶ୍ୱର : ରାଜ୍ୟର ସମସ୍ତ ଜିଲ୍ଲାରେ ସାଇନ୍ସ ପାର୍କ ପ୍ରତିଷ୍ଠା କରିବା ପାଇଁ ସରକାର ନିଷ୍ପତି ନେଇଛନ୍ତି ବୋଲି ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସଭ୍ୟ ସୁଧିର କୁମାର ସାମଲଙ୍କ ଏକ ପ୍ରଶ୍ନର ଉତର ଦେଇ କହିଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ ଭାରତ ସରକାରଙ୍କ
Read More...