Browsing Category

ରାଜ୍ୟ

୧୫ ଦିନ ତଳେ ଲୁଟ୍, ବନ୍ଧା ହେଲେ ଏବେ

ବଲାଙ୍ଗିର: ପ୍ରାୟ ୧୫ ଦିନ ପୂର୍ବେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଶାନ୍ତିପୁର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ୨୦ ଜଣ ସଶସ୍ତ୍ର ଡକାୟତ ପଶି ଆତଙ୍କରାଜ ଖେଳାଇବା ସହ ଲୁଟ କରିଥିଲେ । ସେମାନଙ୍କ ମଧ୍ୟରୁ ୭ ଡକାୟତଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କୁ କୋର୍ଟଚାଲାଣ କରିଛି ।
Read More...

ମଣ୍ଡି ଅଭାବ: ମକା ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ଚାନ୍ଦିପୁଟ: ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଛନ୍ତି । ହେଲେ ଉତ୍ପାଦିତ ଫସଲର ବିକ୍ରିବଟା ଅସୁବିଧା କାରଣରୁ ଅଧିକାଂଶ ସମୟରେ ଚାଷୀ କ୍ଷତି ସହୁଛନ୍ତି । ଅର୍ଥକାରୀ ଫସଲ ଭାବେ ଗଜପତି ଜିଲ୍ଲାର ମୋହନା ଅଂଚଳରେ ମକା ଫସଲର ସ୍ୱତନ୍ତ୍ର ଚାହିଦା
Read More...

ଆଗକୁ ଗ୍ରୀଷ୍ମ ଋତୁ, ଅଚଳ ପଡ଼ିଛି ବହୁ ନଳକୂପ

ଭଦ୍ରକ: ଆଗକୁ ଅସୁଛି ଖରା ଦିନ । ଯେଉଁଭଳି ଭାବେ ପାଣିପାଗରେ ଅସ୍ୱାଭାବିକ ପରିବର୍ତନ ଦେଖା ଦେଉଛି, ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବ ବୋଲି ପୂର୍ବାନୁମାନ ପ୍ରକାଶ ପାଇଛି । ଏହି ଋତୁରେ ଜଳସ୍ତର କମିଯାଉଥିବାରୁ ଉକôଟ ଜଳକଷ୍ଟ ଦେଖାଦେବ ବୋଲି ଆଶଙ୍କା କରାଯାଉଛି । ଠିକ ଏହି ସମୟରେ
Read More...

ଏଟିଏମ ଲୁଟ ଯୋଜନା ପଣ୍ଡ : ୬ଗିରଫ

ପୁରୀ: ଏଟିଏମ ଲୁଟ କରିବା ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ଡକାୟତି ଗ୍ୟାଙ୍ଗର ୬ଜଣଙ୍କୁ କୁମ୍ଭାରପଡା ଥାନା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ୩ଜଣ ଫେରାର ଅଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ କୁମ୍ଭାରପଡା ଥାନା ଅନ୍ତର୍ଗତ ସୁଦର୍ଶନ ନଗରର ଶିବ ଦାସ (୨୮), ଟାଉନଥାନା ଅନ୍ତର୍ଗତ
Read More...

ଓଡ଼ିଶୀ, କଥକ ଏବଂ ଛଉ ନୃତ୍ୟରେ ମନ୍ତ୍ରମୁଗ୍ଧ ଦର୍ଶକ

ଧଉଳୀ: ଐତିହାସିକ ଧଉଳୀର ପାଦଦେଶରେ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଶା ଡ଼୍ୟାନ୍ସ ଏକାଡେ଼ମୀ ଏବଂ ଆର୍ଟ ଭିଜନ୍ ଦ୍ୱାରା ଆୟୋଜିତ ୧୭ତମ ଧଉଳୀ କଳିଙ୍ଗ ମହୋତ୍ସବର ଆଜି ଥିଲା ଉଦ୍ଘାଟନ ସଂଧ୍ୟା । ଖ୍ରୀଷ୍ଟପୂର୍ବ ୩ୟ ଶତାବ୍ଦୀରେ ଯେଉଁ ସ୍ଥାନରୁ ସମ୍ରାଟ ଅଶୋକ ଶାନ୍ତିର ବାର୍ତ୍ତା ପ୍ରଚାର
Read More...

ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରା ସହ ୫ ଗିରଫ

ଭୁବନେଶ୍ୱର: ରାଜଧାନୀରେ ଦିବ୍ୟାଙ୍ଗ ଯୁବତୀଙ୍କୁ ଯୌନ ନିର୍ଯ୍ୟାତନା ଘଟଣାର ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରାହ ସମେତ ୫ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଖୋର୍ଦ୍ଧା ଡିଏସ୍ଏସ୍ଓ ସଂଗ୍ରାମ ଦାସଙ୍କୁ ମଧ୍ୟ କମିସନରେଟ୍ ପୋଲିସ୍ ଗିରଫ କରିଛି । ଭୁବନେଶ୍ୱର କମିସନରେଟନ ପୋଲିସ ଉମାଶଙ୍କର ଦାସ
Read More...

ପୁରୀ ଜେଲ୍‌ରେ ବିଚାରାଧିନ କଏଦୀଙ୍କ ମୃତ୍ୟୁ

ପୁରୀ: ଜିଲା କାରାଗାରରେ ଶନିବାର ଜଣେ ବିଚାରାଧିନ କଏଦୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ ଶ୍ରୀଧର ଦାସ (୫୦) ଏବଂ ଘର ସମୁଦ୍ରକୂଳ ଥାନା ଅନ୍ତର୍ଗତ ବାଙ୍କିମୁହାଣ ବସ୍ତିରେ। କିଛିଦିନ ତଳେ ପୁଲିସ ତାଙ୍କୁ ଗିରଫ କରିଥିଲା। ଶ୍ରୀଧରଙ୍କ ଝାଡାବାନ୍ତି ହେବାରୁ ଜେଲ୍‌ ଭିତରେ ତାଙ୍କର ଚିକିତ୍ସା
Read More...

ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ହେରିଟେଜ୍‌ ବିଧି ପ୍ରସ୍ତୁତ କଲେ କେନ୍ଦ୍ର ସରକାର

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ଡ୍ରାଫ୍ଟ ହେରିଟେଜ ବିଧି ପ୍ରସ୍ତୁତ କରିଛନ୍ତି କେନ୍ଦ୍ର ସରକାର। ଜାତୀୟ ମନୁମେଣ୍ଟସ୍‌ ଅଥରିଟି ପକ୍ଷରୁ ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରସ୍ତାବିତ ହେରିଟେଜ ବାଇଲ ସମ୍ପର୍କରେ ଚଳିତମାସ ୧୮ତାରିଖ ସୁଦ୍ଧା ଜନସାଧାରଣଙ୍କଠାରୁ ପ୍ରସ୍ତାବ ଏବଂ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ଆଉ ୨୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ନୂତନ
Read More...

ଟ୍ରେନ୍ ଧକ୍କାରେ ଦୁଇ ମାଈ ହାତୀଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ

ରାଉରକେଲା: ଟ୍ରେନ ଧକ୍କାରେ ଦୁଇ ମାଈ ହାତୀଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ରାଉରକେଲା ବନଖଣ୍ଡ ଅଧିକାରୀ ସଞ୍ଜୟ ସ୍ୱାଇଁ ବିଶ୍ରା ରେଞ୍ଜର ଫରେଷ୍ଟର ରାଧା ଗୋବିନ୍ଦ ବହିଦାର ଓ ବନରକ୍ଷୀ ମହାଦେବ ଭୋଇଙ୍କୁ ନିଲମ୍ବିତ କରିଛନ୍ତି।ସୂଚନାଯୋଗ୍ୟ, ଗତକାଲି ରାଉରକେଲା
Read More...