୧୫୭ ନୂଆ କରୋନା ଆକ୍ରନ୍ତ ଚିହ୍ନଟ
ଭୁବନେଶ୍ବର : ବୁଧବାର ରାଜ୍ୟରୁ ଆଉ ୧୫୭ ନୂଆ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୩ ଜଣ ସଂଗରୋଧ କେନ୍ଦ୍ରରୁ ଏବଂ ସ୍ଥାନୀୟ ଅଞ୍ଚଳରୁ ୬୪ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୭୨୩ କୁ ବୃଦ୍ଧି ପାଇଛି। ରାଜ୍ୟ!-->…
Read More...
Read More...