‘ଉଡ୍ର’ ଚାରିଟେବୁଲ୍ ଟ୍ରଷ୍ଟର “ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମର ଶୁଭାରମ୍ଭ ଓ ନୂତନ ଶୀତବସ୍ତ୍ର ବଣ୍ଟନ
ଭୁବନେଶ୍ୱର : “ଥିଲେ ଦିଅ, ନଥିଲେ ନିଅ” ଆନ୍ଦୋଳନର ପ୍ରବର୍ତ୍ତକ ବିଶିଷ୍ଟ ସାହିତ୍ୟିକ, ସମାଜସେବୀ, ଶ୍ରମିକନେତା ଶ୍ରୀଯୁକ୍ତ ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ ପୁରୁଣା ବସ୍ତ୍ର ଏବଂ ନୂତନ ବସ୍ତ୍ର ସଂଗ୍ରହ ଅଭିଯାନ ଆଜି!-->…
Read More...
Read More...