Browsing Category

ରାଜ୍ୟ

ମା’ ଭଗବତୀ କି୍ରକେଟ ଟୁର୍ଣ୍ଣାମେଂଟ ଉଦଘାଟିତ

ବାଲିକୁଦା: ଇଛାପୁର ପଞ୍ଚାୟତ ପାରାହାଟସ୍ଥିତ ଡିଜି ଦଣ୍ଡା ପଡିଆରେ ମା’ ଭଗବତୀ କି୍ରକେଟ ଟୁର୍ଣ୍ଣାମେଂଟ ଉଦଘାଟିତ ହୋଇଯାଇଛି । ଉଦଘାଟନ ଉତ୍ସବରେ ଉଦଘାଟକ ଭାବେ ସମାଜସେବୀ ଅଭିମନୁ୍ୟ ସ୍ୱାଇଁ ଯୋଗଦେଇ ଟୁର୍ଣ୍ଣାମେଂଟକୁ ଆନୁଷ୍ଠାନିିକ ଭାବେ ଉଦଘାଟନ କରିଥିଲେ । ପ୍ରଥମେ ମା’ଭଗବତୀଙ୍କ…
Read More...

୧୬ରୁ ଟିକାକରଣ, ସବୁ ଜିଲ୍ଲାରେ ପହଁଚିଲା ଟିକା

ଆସନ୍ତା ଶନିବାର ୧୬ ତାରିଖଠାରୁ ରାଜ୍ୟରେ କୋଭିଡ୍‍ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏଥିପାଇଁ ସବୁ ଜିଲ୍ଲାରେ ଟିକା ପହଂଚି ସାରିଥିବା ଜଣାପଡିଛି। ରାଜ୍ୟର ୧୬୦ଟି ଟିକାକରଣ କେନ୍ଦ୍ର ଚିହ୍ନଟ ହୋଇଛି। ରାଜ୍ୟ ସରକାର ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟ ଓ କ୍ୟାପିଟାଲ ହସପିଟାଲରୁ ସିଧାସଳଖ…
Read More...

ପାରଳାଖେମୁଣ୍ଡି ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଛି କୋଭିଡ ଭ୍ୟାକସିନ

ଗଜପତି : ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ମୁଖ୍ୟ ଡାକ୍ତରଖାନାକୁ ଗତକାଲି ରାତିରେ କୋଭିଡ ଭ୍ୟାକସିନ ପୁଲିସ ସୁରକ୍ଷା ମଧ୍ୟରେ ଅଣାଯାଇଛି । ଜିଲାରେ ଭ୍ୟାକସିନ ଦେବାପାଇଁ ୬୯୫୩ ଜଣ ଆଗଧାଡିର କରୋନା ଯୋଦ୍ଧାଙ୍କ ନାମ ପଞ୍ଜୀକୃତ କରାଯାଇଛି। ତେବେ ଗତକାଲି ମୋଟ  ୪୫୦୦ ଢୋଜ ଭ୍ୟାକସିନ…
Read More...

ଟିକାକରଣ ପାଇଁ ଯିବ ଏସଏମଏମସ

ଭୁବନେଶ୍ୱର: ଆଉ ଦିନକ ପରେ ସାରା ଦେଶରେ ଆରମ୍ଭ ହେବ କରୋନା ଭାଇରସ ଟିକାକରଣ । ଏଥିପାଇଁ ସବୁଠି ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ । ଓଡ଼ିଶାରେ ମଧ୍ୟ ଟିକାକରଣକୁ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ରାଜ୍ୟରେ ଟିକାକରଣକୁ ନେଇ ସ୍ୱାସ୍ଥ୍ୟ ନିଦେ୍ର୍ଧଶକ ବିଜୟ ପାଣିଗ୍ରାହୀ ସୂଚନା…
Read More...

ସାହାରା ଇଣ୍ଡିଆ ଜମାକାରୀଙ୍କ ଜମାଧନ ଫେରସ୍ତ ନେଇ କର୍ମଚାରୀଙ୍କ ଧାରଣା

ବ୍ରହ୍ମପୁର: ସ୍ଥାନୀୟ ଟାଟା ବେଞ୍ଚ୍ ରୋଡ଼ ନିକଟସ୍ଥ ସାହାରା ଇଣ୍ଡିଆ କାର୍ଯ୍ୟାଳୟ ସମ୍ମୁଖରେ ସାହାରା ଇଣ୍ଡିଆ ଜମାକାରୀଙ୍କ ଜମାଧନ ଫେରସ୍ତ ନେଇ କର୍ମଚାରୀମାନେ ଧାରଣା ଦେଇଥିଲେ । କର୍ମଚାରୀ ସଂଘର ସଭାପତି ବିଜୟ କୁମାର ପାଢୀଙ୍କ କହିବା ଅନୁଯାୟୀ ବ୍ରହ୍ମପୁର ସେକ୍ଟର ବ୍ରାଞ୍ଚର ମାଚୁରିଟି…
Read More...

ରାଜ୍ୟପାଳ ଓ ମୁଖ୍ୟ ବିଚାରପତିଙ୍କ ସହ ୨୫ଜଣଙ୍କୁ ସାମିଲ କରାଯାଉ : ନିରଞ୍ଜନ

ଭୁବନେଶ୍ୱର - ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ତମ ଜନ୍ମ ବାର୍ଷିକୀ ପାଳନ କରିବା ପାଇଁ କେନ୍ଦ୍ର ସରକାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ୮୫ ଜଣିଆ କମିଟି ଗଠନ କରାଯାଇଛି । ଏହି କମିଟିରେ ଓଡିଶାକୁ ଅଣଦେଖା କରାଯାଇଛି ବୋଲି…
Read More...

ଭୁବନେଶ୍ୱରରେ କୋଭାକ୍ସିନ, ଅନ୍ୟସ୍ଥାନରେ କୋଭାସିଲ୍ଡ

ଭୁବନେଶ୍ୱର: ମହାମାରୀ କରୋନାର ମୁକାବିଲା ପାଇଁ ଏବେ କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ଦୁଇ କରୋନା ଟିକା ରାଜ୍ୟରେ ପହଞ୍ଚିଥିଲା ବେଳେ ଆସନ୍ତା ୧୬ ତାରିଖରୁ ଟିକା କରଣ ଆରମ୍ଭ ହେଉଛି । ତେବେ ସରକାରୀ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କେବଳ ରାଜଧାନୀ ଭୁବନେଶ୍ୱରରେ କୋଭାକ୍ସିନ…
Read More...

ରକ୍ତ ଦାନ ଶିବିର, ୬୦ ୟୁନିଟ ରକ୍ତ ସଂଗ୍ରହ

ଯାଜପୁର : ଜାତୀୟ ଯୁବ ଦିବସ ଓ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ଯାଜପୁରର ବିରଜା ମନ୍ଦିର ନିକଟସ୍ଥ ବିରଜା କଲ୍ୟାଣ ମଣ୍ଡପଠାରେ ରାମକୃଷ୍ଣ ମିଶନ ଯାଜପୁର ଶାଖା ପକ୍ଷରୁ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ସ୍ୱାମୀ ଦେବସା ନନ୍ଦଜୀ ମହାରାଜ…
Read More...

କଳାହାଣ୍ଡିରେ ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ତାରିଖ ଦିନ ଜୟପାଟଣା ବ୍ଲକର ମଙ୍ଗଳପୁର ଠାରେ ଇନ୍ଦ୍ରାବତୀର ଜଳକୁ ନେଇ ୯୮୬ କୋଟି ୭୧ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାର୍ବତୀଗିରୀ ବୃହତ ଉଠାଜଳସେଚନକୁ ଉଦ୍ଘାଟନ କରିବେ । ଭବାନୀପାଟଣା ଠାରେ ୩.୫ କୋଟି ଟଙ୍କା ବ୍ୟୟରେ ଅବଜାରବେସନ ହୋମ୍…
Read More...

ମାରଣାସ୍ତ୍ର ଦେଖାଇ ଟ୍ରକରୁ ଲୁଟ୍: ୩ ଗିରଫ

କେଉଁଝର: ଅସାମାଜିକ ତତ୍ତ୍ୱଙ୍କ ନିମନ୍ତେ ଲୁଟ,ଡକାୟତି ଏବଂ ଅପରାଧିକ କାର୍ଯ୍ୟକଳାପ କରିବା ଏକ ସାଧାରଣ ଘଟଣାରେ ପରିଣତ ହୋଇଗଲାଣି । ସବୁ ନିୟମ କାନୁନ ଓ ପୋଲିସକୁ ଫୁ କରି ଅପରାଧୀ ମାନେ ମାରଣାସ୍ତ୍ର ସହ ଦଳ ଦଳ ହୋଇ ବୁଲି ବିଭିନ୍ନ ଅପରାଧିକ କାର୍ଯ୍ୟ ଘଟାଉଥିବାଦେଖିବାକୁ ମିଳୁଛି ।…
Read More...