Browsing Category

ରାଜ୍ୟ

ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମାମଲା

ଭୁବନେଶ୍ୱର: ଓଲିଉଡ ସୁପରଷ୍ଟାର ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମାମଲା ରୁଜୁ ହୋଇଛି । ପୁରୀ ଘାଟ ଥାନାରେ ଅନୁଭବଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ । ତାଙ୍କର ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ଏତଲା ଆଧାରେ ମାମଲା ରୁଜୁ କରିବା ସହିତ ପୁରୀ ଘାଟ ଥାନା ପୋଲିସ
Read More...

ଗୃହମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର କଲେ ‘ମୋ ସ୍କୁଲ’ ଅଭିଯାନର ପ୍ରଚାର

ଭବାନୀପାଟଣା- କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ର ମହାଲିଙ୍ଗ ନୋଡ଼ାଲ ହାଇସ୍କୁଲର ପୁରାତନ ଛାତ୍ର ସଂଘର ଏକ ସ୍ୱତନ୍ତ୍ର ଅଧିବେଶନ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଜେଶ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଆଲୁମିନି
Read More...

ଛିଣ୍ଡି ପଡିଲା ୧୧ କେଭି ବିଦ୍ୟୁତ ତାର: ଜଳିଗଲା ଡ୍ରାଇଭର, ପୋଡିଗଲା ଧାନ

ବୁଗୁଡା: ସରିଥିଲା ନିର୍ବନ୍ଧ ଆସନ୍ତା ସରସ୍ୱତୀ ପୂଜା ଦିନ ହୋଇଥାନ୍ତା ବାହଘର । ହେଲେ ନିଜ ମାଲିକର ଟ୍ରାକ୍ଟରଟିକୁ ବିଦ୍ୟୁତ ନିଆଁରୁ ବଂଚାଇ ବାକୁ ଯାଇ ନିଜେ ଜଳିଗଲେ ଡ୍ରାଇଭର । ପ୍ରାଣ ହରାଇଥିବା ଟ୍ରାକ୍ଟର ଡ୍ରାଇଭର ଜଣକ ହେଲେ ତାରସିଂ ଥାନା ଅନ୍ତର୍ଗତ ତୁଳସୀପଲ୍ଲୀ ଗ୍ରାମର ଲଡୁ କିଶୋର
Read More...

ଦୁଇ ଗୋଷ୍ଠୀ ହାତାହାତି, ବୁଲିଲା ଖଣ୍ଡା

ସମ୍ବଲପୁର: ପୋଲିସ ପ୍ରତି ଅପରାଧୀମାନଙ୍କ ମନରେ ଭୟ ରହୁ ନଥିବାରୁ ଆଜିକାଲି ଗୋଷ୍ଠୀ ସଂଘର୍ଷ ନିୟମିତ ଘଟଣା ହୋଇ ପଡିଲାଣି । ଶନିବାର ସନ୍ଧ୍ୟାରେ ପୀର ବାବା ଛକରେ ଦୁଇଟି ଗୋଷ୍ଠୀ ମୁହାଁମୁହଁ ହୋଇଛନ୍ତି । ପ୍ରଥମେ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ, ତା ପରେ ମାଡ଼ପିଟ ଓ ଶେଷରେ ଖଣ୍ଡା ଓ ଛୁରି
Read More...

ଗୁଣିଗାରେଡି ସନ୍ଦେହରେ ବ୍ୟକ୍ତିଙ୍କ ହତ୍ୟା

ମାଲକାନଗିରି: ମାଲକାନଗିରି ଜିଲ୍ଲା ପଡିଆ ବ୍ଲକର ନନ୍ଦାଗୁଡା ଗ୍ରାମରେ ଗୁଣିଗାରେଡି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଜଣାପଡ଼ିଛି । ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ପାଇଁ ଉଦ୍ୟମ କରା ଯାଇଛି । ମୃତ ବ୍ୟକ୍ତିଙ୍କ ମୁଣ୍ଡକୁ ପୋଡି ଦିଆ ଯାଇଥିବା ବେଳେ ଶରୀରର
Read More...

ଚଳିତ ବର୍ଷରୁ ଓଡିଆରେ ଜେଇଇ ପ୍ରଶ୍ନପତ୍ର

ଭୁବନେଶ୍ୱର: ସର୍ବଭାରତୀୟ ସ୍ତରରେ ବୈଷୟିକ ଅନୁଷ୍ଠାନରେ ନାମଲେଖାପାଇଁ ଓଡିଶାର ଛାତ୍ର ଛାତ୍ରୀମାନେ ଓଡିଆ ଭାଷାରେ ଜେଇଇ ପରୀକ୍ଷା ଦେଇପାରିବେ । ଚଳିତ ବର୍ଷରୁ ଓଡିଆ ଭାଷାରେ ଜେଇଇ ପ୍ରଶ୍ନପତ୍ର ହେବ । ଦେଶରେ ବିଭିନ୍ନ ଭାରତୀୟ ଭାଷା ସହ ଓଡିଆରେ ପ୍ରଶ୍ନପତ୍ର ଉପଲବ୍ଧ ହେବ । ଏନେଇ
Read More...

ଲୁଟେରାଙ୍କ ରାଜଧାନୀ ଭୁବନେଶ୍ୱର: ପୋଲିସ କରୁଛି କ’ଣ?

ଭୁବନେଶ୍ୱର: ରାଜଧାନୀରେ ମାତିଛନ୍ତି ଲୁଟିଆ ଗ୍ୟାଙ୍ଗ । ଆଖି ପିଛୁଳାକେ ଲୁଟ୍ପାଟ ଝାମ୍ପ ନେଲେଣି ତ ପୁଣି କାହାର ସୁନାଚେନ୍ ଛିଣ୍ଡାଇ ନେଲେଣି । ଆଉ କାହାର ଫୋନ୍ ଝାମ୍ପି ନେଲେଣି ତ ବ୍ୟାଙ୍କ ନିକଟରୁ ଟଙ୍କା ବ୍ୟାଗ୍ ନେଇଗଲେଣି । ଏହାବାଦ୍ ସୁଯୋଗ ଉଣ୍ଡି ମୁହଁରେ ନିଶା ସ୍ପେ୍ର କରି
Read More...

ରାତି ଅଧରେ ଥାନାରେ ଏତଲା ଦେଲେ ବର୍ଷା

କଟକ : କେନ୍ଦ୍ରାପଡ଼ାର ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ବିବାଦ ଆହୁରି ଘନେଇବାରେ ଲାଗିଛି। ଦୁହେଁ ପରସ୍ପରକୁ ଆକ୍ଷେପ କରୁଥିବାର ଏକ ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍‌ ହେବା ପରେ ଏନେଇ ଗତକାଲି ବିଳମ୍ବିତ ରାତିରେ
Read More...

ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

ରାଉରକେଲା : ରାଉରକେଲା ବନ୍ଧମୁଣ୍ଡା ଥାନା ନିକଟ ରାସ୍ତାଉପରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଥିବା ନେଇ ଶନିବାର ଜଣାପଡ଼ିଛି। ଯୁବକଙ୍କ ପରିଚୟ ଏଯାବତ ମିଳିପାରି ନାହିଁ। ମୃତଦେହ ନିକଟରେ ରକ୍ତ ଭିଜା ଏକ ପଥର ପଡିଥିବାରୁ ତାଙ୍କୁ କେହି ପଥରରେ ଛେଚି ହତ୍ୟା କରିଛି ବୋଲି
Read More...

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଢେଙ୍କାନାଳ : ଢେଙ୍କାନାଳ ଜିଲା ପଶ୍ଚିମାଞ୍ଚଳ ରେଞ୍ଜ ଅଁଳାବେରେଣୀ ବିଟ ଖଟୁଆ ନିକଟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନେଇ ଶନିବାର ଜଣାପଡ଼ିଛି। ବୃଦ୍ଧଙ୍କ ପରିଚୟ ଅସ୍ପଷ୍ଟ ରହିଛି।ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ବୃଦ୍ଧ ଜଣଙ୍କ ସକାଳେ ବିଲକୁ ଯାଉଥିବା ସମୟରେ ହାତୀ
Read More...