Browsing Category

ରାଜ୍ୟ

୧୧ଟି ସହରରେ ତାପମାତ୍ରା ୧୦ ଡିଗ୍ରି ତଳେ

ଭୁବନେଶ୍ବର: ଆଜି ରାଜ୍ୟର ୧୧ଟି ସହରରେ ତାପମାତ୍ରା ୧୦ ଡିଗ୍ରି ତଳେ ଥିବା ଜଣାଯାଇଛି। ଏଥିମଧ୍ୟରୁ ଫୁଲବାଣୀରେ ସର୍ବାଧିକ ଥଣ୍ଡା ଅନୁଭୂତ ହେଉଥିବା କୁହାଯାଉଛି। ଏଠାକାର ତାପମାତ୍ରା ରହିଛି ୪.୫ ଡିଗ୍ରି ଥିବାର ସୂଚନା ମିଳିଛି। ରାଜ୍ୟର ଅନ୍ୟ ଯେଉଁ ସ୍ଥାନରେ ପାରଦ ୧୦ ଡିଗ୍ରି ତଳେ…
Read More...

୩ଖଣିକୁ ୯୬ଲକ୍ଷ ଜୋରିମାନା, ଖଣି ବନ୍ଦ ନିଦେ୍ର୍ଧଶ

କେନ୍ଦୁଝର: ଦିନେ ଅବୈଧ ଖଣିକାରବାର ନେଇ ସମଗ୍ର କେନ୍ଦୁଝର ଜିଲା ନିନ୍ଦିତ ହୋଇପଡିଥିବାବେଳେ ଏବେ ମଧ୍ୟ ଖଣିଗୁଡିକରେ ଅବୈଧ କାରବାର ପୂର୍ବପରି ଚାଲୁ ରହିଥିବା ଜଣାପଡଛି । ଖଣି ଲିଜଧାରୀମାନେ ଉଚ୍ଚମାନର ଲୁହାପଥରକୁ ନିମ୍ନ ମାନର ଦର୍ଶାଇ ବ୍ୟାପକ ପରିମାଣରେ ରାଜସ୍ୱ ଫାଙ୍କୁଥିବା ତଥ୍ୟ ପଦାକୁ…
Read More...

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୧୦ବର୍ଷ ଜେଲ୍

କେନ୍ଦ୍ରାପଡା: ଏକ ୮ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗରେ କେନ୍ଦ୍ରାପଡାର ସ୍ୱତନ୍ତ୍ର ଜଜ ତଥା ଅତିରିକ୍ତ ଜିଲ୍ଲା ଦୈାରାଜଜ ଏମ. ଆର. ଦୋରା ୧୦ବର୍ଷ ସଶ୍ରମକାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି । ଅଭିଯୋଗ ଅନୁଯାଇ ଗତ ୨୦୧୬ମସିହା…
Read More...

ସୁପର ସ୍ପେଶିଆଲିଷ୍ଟ ହସ୍ପିଟାଲ ପାଇଁ ଦାବୀ ଯୋର ଧରିଲା

ରାୟଗଡା: ରାୟଗଡାରେ ଏକ ମେଡିକାଲ କଲେଜ ଏବଂ ସୁପର ସ୍ପେଶିଆଲିଷ୍ଟ ହସ୍ପିଟାଲ ପ୍ରତିÂା ଦାବୀ ଜୋର ଧରିଲା । ରାୟଗଡା ଜିଲ୍ଲାରେ ସ୍ୱାସ୍ଥ୍ୟସେବା ସଂପୂର୍ଣ୍ଣ ଭାବରେ ବିପର୍ଯ୍ୟସ୍ତ ହୋଇପଡିଥିବା ନେଇ ଯୁବ ବିକାଶ ପରିଷଦ ତରଫରୁ ସୁପର ସ୍ପେସିଆଲିଟି ହସ୍ପିଟାଲ ଓ ରାୟଗଡା ଜିଲ୍ଲାରେ ଏକ ମେଡିକାଲ…
Read More...

ଛାତ୍ରଙ୍କୁ ୩ ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର: ସାମାଜିକ ଗଣମାଧ୍ୟମରେ ମିଥ୍ୟା ପ୍ରଚାର ବିରୁଦ୍ଧରେ ଲଢେଇ କରି ସତ୍ୟ ଖବର ଜନସାଧାରଣ ନିକଟରେ ପହଞ୍ଚିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି । ଆଜି ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରୀଣୀ ବୈଠକରେ ଉଦବୋଧନ ଦେଇ ବିଜେଡି ସୁପ୍ରିମୋ ଶ୍ରୀ ପଟ୍ଟନାୟକ…
Read More...

ସ୍ୱାମୀକୁ ମାରି ପୋଡ଼ିଦେଲା ସ୍ତ୍ରୀ

ବାଲିପାଟଣା : ବାଲିପାଟଣା ଥାନା ବନମାଳୀପୁର ଗାଁରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ଜଣେ ସ୍ତ୍ରୀ ତାର ସ୍ବାମୀକୁ ମାରିଦେଇ ବାଡ଼ି ପଟେ ପୋଡ଼ି ପୋତି ଦେଇଥିବା ଜଣାପଡିଛି। ସ୍ୱାମୀକୁ ମାରି ପୋଡ଼ି ଦେଇଥିବା ନେଇ ଗାଁ ଲୋକଙ୍କୁ ଡାକି ନିଜେ ସ୍ତ୍ରୀ ସ୍ୱୀକାର କରିଥିବା ସୂଚନା ମିଳିଛି। ପୁଲିସ…
Read More...

ରାଜ୍ୟରେ ଆଉ ୩ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ ବୁଧବାର କରୋନାରେ ଆଉ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।
Read More...

ରାଜ୍ୟରେ ଆଉ ୩୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୦ଜଣ ଚିହ୍ନଟ ହୋଇଥିବାବେଳେ ୧୫୪ଟି ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୭୨୭୯କୁ ବୃଦ୍ଧି…
Read More...

ଥରୁଛି ସାରା ରାଜ୍ୟ ; ୧୦ ଡିଗ୍ରୀ ତଳେ ୧୨ ସହର

ଭୁବନେଶ୍ୱର : ପ୍ରବଳ ଜାଡରେ ଥରୁଛି ସାରା ଓଡିଶା। କନ୍ଧମାଳ ଦାରିଙ୍ଗବାଡି ସହ ଫୁଲବାଣୀରେ ତୁଷାରପାତ ହୋଇଥିବା ବେଳେ ୧୦ ଡିଗ୍ରୀ ତଳେ ୧୨ ସହରର ତାପମାତ୍ରା ରେକର୍ଡ଼ କରାଯାଇଛି। ୪ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର। ଦାରିଙ୍ଗବାଡ଼ି ୫, ଅନୁଗୁଳ ୫.୬, କୋରାପୁଟ ୭, ସୁନ୍ଦରଗଡ ୭,…
Read More...

୪୬ ପର୍ଯ୍ୟଟନ ସ୍ଥଳିରେ ପର୍ଯ୍ୟଟକଙ୍କୁ ମିଳିବ ଅଧିକ ସୁବିଧା

ଭୁବନେଶ୍ୱର: ରାଜ୍ୟର ୩୬୦ ପର୍ଯ୍ୟଟନସ୍ଥଳରୁ ୪୬ଟି ପର୍ଯ୍ୟଟନସ୍ଥଳକୁ ଫୋକସ୍ରେ ରଖିଛି ପର୍ଯ୍ୟଟନ ବିଭାଗ । ଏହି ପର୍ଯ୍ୟଟନସ୍ଥଳକୁ ନୂଆ ରୂପ ଦିଆଯିବ । ବିଭାଗ ପକ୍ଷରୁ ପର୍ଯ୍ୟଟନ ସ୍ଥଳଗୁଡିକରେ ପର୍ଯ୍ୟଟକଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ସୁଯୋଗ ଯୋଗାଇ ଦିଆଯିବ । ସେମାନଙ୍କୁ ଆକୃଷ୍ଟ କରିବା…
Read More...