ରାଜ୍ୟରେ କରୋନା ନେଲା ୧୪ ଜୀବନ, ମୋଟ ମୃତକ ସଂଖ୍ୟା ୧୭୧୮କୁ ବୃଦ୍ଧି
ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଉଥିଲେ ମଧ୍ୟ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ହ୍ରାସ ପାଉନାହିଁ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା!-->…
Read More...
Read More...