ହରିଶପୁର୍ ବଳଦେବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୋରିକିନାରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦଘାଟିତ
ଏରସମା : ଯୁବ ପ୍ରତିଭା ମାନଙ୍କୁ ଲୋକ ଲୋଚନକୁ ଆଣିବା ସହିତ ସେମାନଙ୍କୁ ଏକ ସଚେତନ ଯୁବକ ଯୁବତୀ ଭାବେ ଗଢି ତୋଳିବା ନିମନ୍ତେ ରାଜ୍ୟ ସରକାର ତଥା ଉଚ୍ଚ ଶିକ୍ଷା ବିଭାଗ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଗୁଡିକରେ ଓଡିଶାର କ୍ରୀଡା ଓ ଯୁବ ବ୍ୟାପାର ଦ୍ଵାରା ପ୍ରୟୋଜିତ ସମନ୍ଵିତ ଯୁବ ବିକାଶ!-->…
Read More...
Read More...