ନାଗାର୍ଜୁନ ବେଶ ଲାଗି ଜିଲ୍ଲା ବାହାର ଲୋକଙ୍କୁ ପୁରୀ ମନା
ପୁରୀ: ଦିନକ ପରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ତେବେ କରୋନା ମହାମାରୀ ଯୋଗୁଁ ଜିଲ୍ଲା ବାହାର ଲୋକଙ୍କୁ ପୁରୀ ନ ଆସିବା ଲାଗି ଅନୁରୋଧ କରିଚି ଜିଲ୍ଲା ପ୍ରଶାସନ । ଏଥି ନିମନ୍ତେ ପୁରୀର ସମସ୍ତ ପ୍ରବେଶ ପଥକୁ ବନ୍ଦ କରି ଦିଆଯିବ । ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା!-->…
Read More...
Read More...