୬ କୁଳପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ଭୁବନେଶ୍ୱର ଏକ ତାରକା ହୋଟେଲରେ କୁଳପତି ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀକୁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୧୧ଟି ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସମେତ ଦୁଇଟି ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ନିମନ୍ତ୍ରିତ କରାଯାଇଛି । ସନ୍ଧ୍ୟା ପ୍ରାୟ!-->…
Read More...
Read More...