Browsing Category

ରାଜ୍ୟ

ପୋଲ ତଳକୁ ଖସିଲା ବାଇକ୍‌ : ଜଣଙ୍କ ମୃତ୍ୟୁ

ଅନୁଗୋଳ : ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ରାଇବାହାଳ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ମୁତାବକ, ଆଜି ସକାଳୁ ଏକ ବାଇକ୍‌ରେ
Read More...

ଏ ମାସରେ ଖୋଲିବ ସ୍କୁଲ୍‌

ଭୁବନେଶ୍ୱର : ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଦେଇଛନ୍ତି ଏହି ସୂଚନା। ସେ କହିଛନ୍ତି, ନବମରୁ ଦ୍ୱାଦଶ ଯାଏ ସଂପୂର୍ଣ୍ଣ କ୍ଲାସ ହେବ। ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ରାଜି ନହେଲେ ଅନଲାଇନ ବ୍ୟବସ୍ଥା ହେବ। ସ୍କୁଲ ଖୋଲିବା ନେଇ
Read More...

ଟ୍ରେନ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ବାଳେଶ୍ବର: ବାଲେଶ୍ବର ଜିଲା ଜଳେଶ୍ୱର ଷ୍ଟେସନରେ ମଙ୍ଗଲବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି। ଯଶୋବନ୍ତପୁର ହାଓଡା ସୁପରଫାଷ୍ଟ ଟ୍ରେନ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତ ବୃଦ୍ଧ ଜଣଙ୍କ ନାମ ଅଭିମନ୍ୟୁ ଭଞ୍ଜ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଯଶୋବନ୍ତପୁର ହାଓଡା ସୁପରଫାଷ୍ଟ
Read More...

ପିକଅପ ଭ୍ୟାନ ସହ ୮୦ଲକ୍ଷର ଗଞ୍ଜେଇ ଜବତ

କୋରାପୁଟ : ମାଛକୁଣ୍ଡ ବିଏସଏଫ ଓ କୋରାପୁଟ ପୁଲିସ ଦ୍ୱାରା ଗାଡି ଯାଞ୍ଚ ସମୟରେ ପିକଅପ ଭ୍ୟାନରୁ ପ୍ରାୟ ୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଥିବା ବୁଧବାର ଜଣାପଡିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୮୦ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଏହାସହ ଘଟଣାସ୍ଥଳରୁ ଏକ ଦେଶୀ ବନ୍ଧୁକ
Read More...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଅନୁଗୁଳ : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳର ଜିଲା ଅନ୍ତର୍ଗତ ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ବୁଧବାର ଜଣାପଡ଼ିଛି। କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ ବାସ ଭବନ ସମେତ କାର୍ଯ୍ୟାଳୟ, ପେତୃକ ଘରେ
Read More...

ରାଜ୍ୟରେ ୧ ହଜାର ୪୭୪ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କିଛି ସପ୍ତାହ ହେବ କରୋନା ଆକ୍ରାଙ୍କ ସଂଖ୍ୟା ୧୫୦୦ ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ ୧ ହଜାର ୪୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୮୫୫ ଓ ୬୧୯ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯ରେ
Read More...

ବାଲେଶ୍ୱର, ତିର୍ତୋଲରେ ୭୨% ମତଦାନ

ଭୁବନେଶ୍ୱର: କୋଭିଡ୍ କଟକଣା ଓ କର୍ଡା ସୂରକ୍ଷା ବ୍ୟବସ୍ଥା ମଧ୍ୟରେ ବାଲେଶ୍ୱର ଓ ତିର୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ଶାନ୍ତି ପୂ୍ର୍ଣ୍ଣଭାବେ ଭୋଟ୍ ଗ୍ରହଣ ଶେଷ ହୋଇଛି । ଫଳରେ ଉଭୟ ନିର୍ବାଚନ ମଣ୍ଡଳିରେ ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟିଂ ମେସିନରେ ସିଲ୍ ହୋଇଯାଇଛି । ଆଜି
Read More...

ମିରାଜ ଯୁଦ୍ଧ ବିମାନର ଭୟଙ୍କର ଏୟାର ଷ୍ଟ୍ରାଇକ, ୫୦ ଆତଙ୍କବାଦୀ ସଫା

ପ୍ୟାରିସ: ଆତଙ୍କବାଦୀଙ୍କ ବିରୋଧରେ ବଡ଼ଧରଣର ଏୟାର ଷ୍ଟ୍ରାଇକ କରିଛି ଫ୍ରାନ୍ସ। ଫ୍ରାନ୍ସର ବାୟୁସେନା ପକ୍ଷରୁ ହୋଇଥିବା ଏୟାର ଷ୍ଟ୍ରାଇକ୍‌ରେ ଅଲକାଏଦାର ୫୦ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏହି ଏୟାର ଷ୍ଟ୍ରାଇକ୍‌ରେ ଫ୍ରାନ୍ସ ବାୟୁସେନା ମିରାଜ ଯୁଦ୍ଧ ବିମାନ ଓ ଡ୍ରୋନର
Read More...

ଏକାମ୍ର ଉଦ୍ୟାନକୁ ବିକ୍ରି କରିବାକୁ ଦିଆଯିବ ନାହିଁ – ସୁରେଶ ରାଉତରାୟ

ଭୁବନେଶ୍ୱର: ଭୁବନେଶ୍ୱରର ଶୋଭା ବର୍ଦ୍ଧନ ଏବଂ ଉଦ୍ୟାନ କୃଷିର ପ୍ରଗତି ପାଇଁ ୧୯୮୦ ଦଶକରେ ତତ୍କାଳୀନ କଂଗ୍ରେସ ସରକାରର ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ୨୬ ଏକର ପରିମିତ ଏକାମ୍ର ପାର୍କ ପ୍ରତିଷ୍ଠା କରିଥିଲେ । ଏହାକୁ ଏବେ ବିକ୍ରି କରିବା ପାଇଁ ବା ହଡପ କରିବା ପାଇଁ 
Read More...

ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬% ଓ ତିର୍ତ୍ତୋଲରେ ୩୯.୬୮% ମତଦାନ

ବାଲେଶ୍ୱର/ତିର୍ତ୍ତୋଲ : ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଜାରି ରହିଛି। କୋଭିଡ କଟକଣା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି। ଦିନ ୧ଟା ସୁଦ୍ଧା ତିର୍ତ୍ତୋଲରେ ୩୯.୬୮% ମତଦାନ ହୋଇଥିବା ବେଳେ ବାଲେଶ୍ୱରରେ ୪୧.୩୬% ମତଦାନ ହୋଇଥିବା ନେଇ ସୂଚନା
Read More...