ଏ ବର୍ଷ ଖୋଲିବନି ସ୍କୁଲ!
ଭୁବନେଶ୍ୱର: ଚଳିତ ମାସରେ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତି ନିଆଯାଇଥିଲା, ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି । ତେଣୁ ନଭେମ୍ବର ମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବ ନାହିଁ । ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମିର ରଞ୍ଜନ ଦାସ ସୂଚନ ଦେଇଛନ୍ତି ।!-->…
Read More...
Read More...