ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଉପରେ ହାଇକୋର୍ଟଙ୍କ ଅସନ୍ତୋଷ
କଟକ : ଭୁବନେଶ୍ୱର ବହୁ ଚର୍ଚ୍ଚିତ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦେଇପାରିଲାନି କ୍ରାଇମବ୍ରାଞ୍ଚ। ଷ୍ଟାଟସ ରିପୋର୍ଟ ଦେଇନପାରିବାରୁ ଅସନ୍ତୋଷ ପ୍ରକାଶ କଲେ କୋର୍ଟ। ୧୧ ତାରିଖ ସୁଦ୍ଧା ଅପ୍ଡେଟ୍ ଷ୍ଟାଟସ ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।!-->…
Read More...
Read More...