Browsing Category

ରାଜ୍ୟ

ସିଲ୍ ହେଲା ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ

ଭୁବନେଶ୍ୱର : ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ଟାଙ୍କିରେ ବଡ଼ ଧରଣର ବିସ୍ଫୋରଣ ଘଟଣାରେ ଆଜି ଉକ୍ତ ପେଟ୍ରୋଲ ପମ୍ପକୁ ସିଲ୍ କରାଯାଇଥିବାର ଖବର ମିଳିଛି। ଆଇଓସିଲ୍ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାଯାଇଛି।
Read More...

ପୁଣି ରାଜଧାନୀରେ ଲୁଟ୍‌

ଭୁବନେଶ୍ୱର: ପୁଲିସ ନିଷ୍କ୍ରିୟତାର ସୁଯୋଗ ନେଇ ରାଜଧାନୀରେ ପୁଣି ବ୍ୟାଙ୍କ ଲୁଟ୍ ହୋଇଛି। ଗତକାଲି ବିଲମ୍ୱିତ ରାତିରେ ପଟିଆ ଷ୍ଟେସନ ନିକଟରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏଟିଏମରୁ ପ୍ରାୟ ୨୮ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ଗ୍ୟାସ କଟର ସହାୟତାରେ ଏଟିଏମ ସଟର କାଟି ଟଙ୍କା…
Read More...

ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୧୦୨୨ରେ ପହଞ୍ଚି ଯାଇଛି।
Read More...

୨୫୪୬ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୨୫୪୬ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୨ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୫୨ହଜାର ୨୩୯କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ…
Read More...

ଅବପାତର ରୂପ ନେଲା ଲଘୁଚାପ

ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଚେତାବନୀ ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏହା ରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ ଏହା ତୀବ୍ର ଅବପାତରେ ରୂପ ନେବାକୁ ଯାଉଥିବା…
Read More...

ରିଲିଫ ସାମଗ୍ରୀ ନଷ୍ଟହେବା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା: ଅମ୍ଫାନ ବାତ୍ୟା ରିଲିଫ ଉଦେଶ୍ୟରେ ଆସିଥିବା ପ୍ରାୟ ୧୫କ୍ୱିଂଟାଲରୁ ଅଧିକ ଚୁଡା ଓ ବିସ୍କୁଟ ଆଦି ବଂଟନ ନକରାଯାଇ କେନ୍ଦ୍ରାପଡା ବ୍ଲକ କାର୍ଯ୍ୟାଳୟରେ ମାସ ମାସ ଧରି ପଡିରହି ପୋକଲାଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ବ୍ଲକ ପ୍ରଶାସନର ଅପରଣାମଦର୍ଶୀ ତଥା ଅକ୍ଷମଣୀୟ…
Read More...

ଖେଳପଡିଆ ନିର୍ମାଣରେ ଦୁର୍ନିତୀ , ତଦନ୍ତ ଦାବୀ

ଚମ୍ପୁଆ: ଚମ୍ପୁଆ ବ୍ଲକ ସୁନାପସି ପଞ୍ଚାୟତ ଅନ୍ତର୍ଗତ ବାଙ୍କହାଇସ୍କୁଲ ଖେଳ ପଡିଆ ନିର୍ମାଣରେ ମନରେଗା କାମରେ ଦୁର୍ନିତୀହୋଇ ଥିବା ଅଭିଯୋଗହୋଇଛି । ଏହିଖେଳ ପଡିଆ ନିର୍ମାଣ ପାଇିଁ ମନରେଗା ଯୋଜନାରେ ଚମ୍ପୁଆବ୍ଲକ ପକ୍ଷରୁ ୫ଲକ୍ଷ ଟଙ୍କାମଞ୍ଜୁରହୋଇ ଥିଲା । କିନ୍ତୁ ଏହିକାର୍ଯ୍ୟ ବିନାସୂଚନା…
Read More...

ପଣ୍ଡିତ ଗୋପବନ୍ଧୁ ଓଡିଆ ଜାତିର ଗର୍ବ ଓ ଗୌରବ

ଭୁବନେଶ୍ୱର : ଏକାଧାରରେ ସାହିତି୍ୟକ, ସାମ୍ବାଦିକ, ଓକିଲ ତଥା ଓଡିଶାରେ କଂଗ୍ରେସର ଭଗୀରଥ ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତି ଗଭୀର ଶ୍ରଦ୍ଧାଳି ଜଣାଇ ବିଶିଷ୍ଟ ବ୍ୟକ୍ତିମାନେ କହିଲେ ଯେ ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଥିଲେ ଓଡିଆ ଜାତିର ଗର୍ବ ଓ ଗୌରବ । ଗତକାଲି ପୂଜ୍ୟ…
Read More...

ଡମ୍ପର ମାଲିକଙ୍କ ଧାରଣା ପଞ୍ଚମ ଦିନରେ

ଯୋଡା: କେନ୍ଦୁଝର ଜିଲ୍ଲା ଯୋଡା ଖଣିମଣ୍ଡଳ ଅଧୀନ ହେଁସାବେଡା ସ୍ଥିତ କାସଭି ଇଣ୍ଟରନେସନାଲ ପ୍ରାଇଭେଟ ଲିମିଟେଡ ଖଣି କମ୍ପାନୀ ଟ୍ରକ ମାଲିକ ସଂଘର ଦାବିକୁ ଉପେକ୍ଷା କରି ନିଜର ଖଣି କାର୍ଯ୍ୟ ଜାରି ରଖିଛି । ଖଣି ଲିଜ୍ ପରିସରରେ କାର୍ଯ୍ୟହରା ଡମ୍ପର ମାଲିକ ମାନେ ଖଣିର ପରିବହନ କାର୍ଯ୍ୟରେ…
Read More...

ଭୂବନେଶ୍ୱର ପରୀକ୍ଷା ଦେବାକୁ ଯାଉଥିବା କେନ୍ଦ୍ରାପଡା ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ

କେନ୍ଦ୍ରାପଡା: କେନ୍ଦ୍ରାପଡାର ଜଣେ ଯୁବତୀ ପରୀକ୍ଷା ଦେବାକୁ କଟକ ଲିଙ୍କ ରୋଡରେ ବସରୁ ଓହ୍ଲାଇ ଏକ ଅଟୋରିକ୍ସାରେ ଭୂବନେଶ୍ୱର ଯାଉଥିଲେ । ଅଟୋଚାଳକ ସେହି ଯୁବତୀଙ୍କୁ ଅନ୍ୟ ମହିଳା ଯାତ୍ରୀ ଓହ୍ଲାଇ ଯିବା ପରେ ଏକ ଜଙ୍ଗଲିଆ ରାସ୍ତାରେ ନେଇ ବାଟରେ ଗୋଡିସାହି ଫାଣ୍ଡି ଅନ୍ତର୍ଗତ ଗୋବିନ୍ଦପୁର…
Read More...