Browsing Category

ରାଜ୍ୟ

ପଞ୍ଜୀକୃତ ବିଦେଶ ଫେରନ୍ତାଙ୍କୁ ଟଙ୍କା ମିଳିଲାନି: ୨୫୦୦ରୁ ପାଇଲେ ୪୫୦!

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ବିଦେଶ ଫେରନ୍ତାଙ୍କୁ ନାମ ପଞ୍ଜୀକରଣ କରି ୧୪ ଦିନିଆ ସଙ୍ଗରୋଧରେ ରହିବାକୁ କହିଥିଲେ । ଯିଏ ସଙ୍ଗରୋଧରେ ରହିବେ, ତାଙ୍କୁ ୧୫ ହଜାର ଟଙ୍କା ଲେଖାଲଏଁ ସହାୟତା ଦେବାକୁ ବି ଲୋଭ ଦେଖାଥିଲେ । ମାର୍ଚ୍ଚ ୧୬ରେ ହୋଇଥିବା ଏହି ଘୋଷଣାର
Read More...

ରାଜ୍ୟରେ ପ୍ରତିଦିନ ଗଡ଼ୁଛି ୩ରୁ ୪ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ହତ୍ୟାର ଶିକାର ହେଉଛନ୍ତି ୩ରୁ ୪ ଜଣ । ପ୍ରତିଦିନ କେଉଁଠି ନା କେଉଁଠି ମୁଣ୍ଡ ଗଡୁଛି । ପୂର୍ବ ଶତ୍ରୁତା ହେଉ କି ବ୍ୟାବସାୟିକ ଶତ୍ରୁତା, ଲୋଭ କିମ୍ବା ଯୌତୁକଜନିତ ହତ୍ୟା, ଏମିତି ପ୍ରତ୍ୟେକ ଦିନ ହତ୍ୟାର ଶିକାର ହେଉଛନ୍ତି ଲୋକ । କେତେକ ଘଟଣାରେ ପରିବାର
Read More...

କାକଟପୁରରେ ଗାନ୍ଧିଙ୍କ ପ୍ରତିମୂର୍ତ୍ତୀ ସ୍ଥାପନ ପାଇଁ ଦାବି କଲା ଯୁବଛାତ୍ର ସଂଗଠନ

କାକଟପୁର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ସମଗ୍ର ଦେଶରେ ପାଳନ ହେଉଛି । କିନ୍ତୁ ଦୁର୍ଭାଗ୍ୟର ବିଷୟ ଓଡ଼ିଶାର ଅନେକ ଜାଗାରେ ଗାନ୍ଧିଜୀଙ୍କ ମୂର୍ତ୍ତି ସ୍ଥାପନ ହୋଇନାହିଁ । ଏଥିରୁ ବାଦ ପଡ଼ିନି ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କାକଟପୁର ଅଞ୍ଚଳ । ଗାନ୍ଧୀ ମୂର୍ତ୍ତି ନଥିବାରୁ
Read More...

ପୋକ ଖାଇଗଲା ୧୫ କୁଇଂଟାଲ୍ ‘ଚୁଡ଼ା ଗୁଡ଼’ ରିଲିଫ୍ ସାମଗ୍ରୀ

କେନ୍ଦ୍ରାପଡ଼ା: କେନ୍ଦ୍ରପଡ଼ା ବ୍ଲକ୍ କାର୍ଯ୍ୟାଳୟରେ ଖତ ଖାଉଛି ୧୫ କୁଇଂଟାଲ ଚୁଡା-ଗୁଡ଼ ଅମ୍ଫାନ ବାତ୍ୟା ବିପନ୍ନଙ୍କୁ ଦେବା ପାଇଁ ଆସିଥିବା ଏହି ରିଲିଫ୍ ସାମଗ୍ରୀ ବଂଟା ନହୋଇ ଏଭଳି ପୋକ ଖାଇବା ପ୍ରଶାସନର ଦାୟିତ୍ୱହୀନତାକୁ ପଦାରେ ପକାଇଛି । ଗୋଟିଏ ପଟେ ବିପିନ୍ନ ଭୋକଉପାସରେ ଛଟପଟ
Read More...

ରାଜ୍ୟରେ ଆଉ ୧୭ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: କରୋନାରେ ଆଜି ପୁଣି ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଆଜି ଯେଉଁ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ କଟକ ଓ
Read More...

ଭୁବନେଶ୍ୱରର ୨ଟି ବ୍ୟାଙ୍କ୍ ଲୁଟ୍ ଘଟଣାର ପର୍ଦ୍ଦାଫାସ

ଭୁବନେଶ୍ୱର: ଭୁବନେଶ୍ୱରର ୨ଟି ବ୍ୟାଙ୍କ୍ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି କମିସନରେଟ ପୁଲିସ । ସାମ୍ବାଦିକ ସମ୍ମିଳନୀ କରି ଲୁଟ୍ ଓ ଅଭିଯୁକ୍ତଙ୍କ ସଂପର୍କରେ ସବିଶେଷ ବିବରଣୀ ଦେଇଛନ୍ତି ପୁଲିସ କମିସନର ସୁଧାଂଶୁ ଷଡଙ୍ଗୀ । ଭୁବନେଶ୍ୱର ନନ୍ଦନବିହାର ବରିମୁଣ୍ଡ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ
Read More...

ଓଜେଇଇ ପରୀକ୍ଷା ପାଇଁ ଜାରି ହେଲା ଏସଓପି

ଭୁବନେଶ୍ବର: ଓଜେଇଇ ପରୀକ୍ଷା ପାଇଁ ଏସଓପି ଜାରି ହୋଇଛି। କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ କୋଭିଡ୍-୧୯ ନିର୍ଦ୍ଦେଶାବଳୀ ଅନୁଯାୟୀ, ପ୍ରାର୍ଥୀମାନଙ୍କର ସ୍ୱାସ୍ଥ୍ୟସୁବିଧା ସୁନିଶ୍ଚିତ କରିବା ଏବଂ ସାମାଜିକ ଦୂରତା ସମ୍ବନ୍ଧରେ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଏଥିରେ
Read More...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍ ପରୀକ୍ଷା ଫଳାଫଳ

ଭୁବନେଶ୍ବର: ଜେଇଇ ଆଡଭାନ୍ସଡ୍ ୨୦୨୦ ର ଫଳାଫଳ ଆଜି ଆଇଆଇଟି-ଦିଲ୍ଲୀ ଦ୍ୱାରା ଘୋଷଣା କରାଯାଇଛି | କମନ୍ ରାଙ୍କ୍ ଲିଷ୍ଟ (ସିଆରଏଲ)ରେ ୭୩ ନମ୍ବର ସହିତ ଶିବାଶିଷ ରାଉତ ଓଡ଼ିଶାରୁ ଶୀର୍ଷରେ ରହିଛନ୍ତି। ଏହା ସହ ଜେଇଇ ଆଡଭାନ୍ସଡ୍ ୨୦୨୦ ସିଆରଏଲରେ ଚିରାଗ ଫାଲୋର ୧ନମ୍ବରରେ ରହିଛନ୍ତି | ସେ ୩୯୬
Read More...

୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଦିନକୁ ଦିନ ବଢିବାରେ ଲାଗିଛି ଗଞ୍ଜେଇ ଚୋରା ଚାଲାଣ । ପୁଣି ଏଠାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲାର ସର୍ଗିଗୁଡା ଗାଁ ନିକଟରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର
Read More...

୨୬୧୭ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୨୬୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯୬ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୫ ହଜାର ୩୩୦କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ
Read More...