୩ହଜାର ୯୨୨ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର :ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲାରୁ ୩ହଜାର ୯୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୩୦୯ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୬୧୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨, ୦୯, ୩୭୪ ରେ ପହଞ୍ଚିଛି।!-->…
Read More...
Read More...