ସଂସାଧନ ସଭ୍ୟ ପ୍ରଶିକ୍ଷଣ ଶିବିର ଉଦଯାପିତ
ମାଲକାନଗିରି : ସୂଚନା ଓ ଲୋକସଂପର୍କ ବିଭାଗ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଚାଲିଥିବା ଦୁଇଦିନିଆ ସଂସାଧନ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ଦ୍ଵିତୀୟ ଦିନ କାର୍ଯ୍ୟକ୍ରମ ପୂର୍ବାହ୍ନରେ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଧ୍ରୁବ ଚରଣ ମୁଦୁଲି ଯୋଗ!-->…
Read More...
Read More...