୨୯ରେ ବାହାରିବ ମାଟ୍ରିକ୍ ରେଜଲ୍ଟ
ଭୁବନେଶ୍ୱର: ଜୁଲାଇ ୨୯ ତାରିଖରେ ପ୍ରକାଶ ପାଇବାକୁ ଯାଉଛି ମାଟ୍ରିକ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । କରୋନା ମହାମାରୀ ସଂକ୍ରମଣ ହେତୁ ଏଥର ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଛି । ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା!-->…
Read More...
Read More...