ଗଞ୍ଜାମରେ ଜୁନ ୩୦ ପର୍ଯ୍ୟନ୍ତ କଟକଣା ଲଗାଇଲେ ଜିଲ୍ଲାପାଳ ଦିନ ୧୨ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ସଟ୍ଡାଉନ୍
ଭୁବନେଶ୍ୱର,୧୪ ।୦୬(ନି.ପ୍ର.): ଗଞ୍ଜାମରେ ବଢ଼ିଲା କରୋନା କଟକଣା । ବଢ଼ୁଥିବା କରୋନାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦେଇ କୁହାଯାଇଛି ଯେ, ସକାଳ ୭ଟାରୁ ଦିନ ୧୨ଟା ଯାଏଁ ଜିଲ୍ଲାରେ ଦୋକାନ ବଜାର ଖୋଲା!-->…
Read More...
Read More...