ବଲାଙ୍ଗିରରେ ଆଉ ୨ କରୋନା ଚିହ୍ନଟ
ବଲାଙ୍ଗିର: ବଲାଙ୍ଗିରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୯କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ସମ୍ପର୍କରେ ଏ ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅରିନ୍ଦମ ଡାକୁଆ ।ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ ତାଲପାଲିପଡ଼ା ଅଂଚଳର!-->…
Read More...
Read More...