Browsing Category

ରାଜ୍ୟ

ରାସ୍ତା କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍‌ ତିଳପଦା ଗାଁ ନିକଟରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁ କନ୍ୟାଟି ସୁସ୍ଥ ଥିବା ଜଣାପଡ଼ିଛି। ଶିଶୁଟି ୩ରୁ ୪ ଦିନ ପୂର୍ବେ ଜନ୍ମ ନେଇଥିବା ଅନୁମାନ କରାଯାଉଛି। ଆଜି ସକାଳେ ଦର୍ପଣ-କଳକଳା ପୂର୍ତ୍ତ ବିଭାଗ ରାସ୍ତାର ତିଳପଦା ଗାଁ ନିକଟ…
Read More...

ରୋଗୀ ଆଣିବାକୁ ଯାଉଥିଲା, ଗଛରେ ପିଟି ହେଲା ଆମ୍ୱୁଲାନ୍ସ

ରୋଗୀ ଆଣିବାକୁ ଯାଉଥିଲା, ଗଛରେ ପିଟିହେଲା ୧୦୮ ଆମ୍ୱୁଲାନ୍ସ। ଏଥିରେ ଆମ୍ୱୁଲାନ୍ସର ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଏପରି ଦୁର୍ଘଟଣା ବାଲେଶ୍ୱର ଜିଲ୍ଲା ନୀଳଗିରିସ୍ଥିତ ଭାଲୁକାଶୁଣି ନିକଟରେ ଘଟିଛି । ଆଜି ସକାଳେ ୧୦୮ ଆମ୍ୱୁଲାନ୍ସ ନୀଳଗିରିରୁ ଯମୁନା ଅଞ୍ଚଳକୁ ରୋଗୀ…
Read More...

ଶ୍ରମିକଙ୍କୁ ନେଇ ଯାଉଥିଲା ଗାଡ଼ି, ଓଲଟି ପଡ଼ିଲା

ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ୬୦ନଂ ଜାତୀୟ ରାଜପଥ ଗୋଡିଖାଳ ନିକଟରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଟାଟା ଏସି ଗାଡି ଓଲଟି ୮ ଜଣ ଆହତ ହୋଇଛନ୍ତି। ଆହତମାନେ ସମସ୍ତେ ଜଳେଶ୍ଵର ଅଞ୍ଚଳର ବୋଲି ଜଣାପଡିଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଆଜି ସକାଳେ…
Read More...