ଆଇୟୁପିଏସି ପୁରସ୍କାର ପାଇବେ ଓଡ଼ିଆ ବୈଜ୍ଞାନିକ
ଭୁବନେଶ୍ୱର : ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ସମ୍ମାନଜନକ ଆଇୟୁପିଏସି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଜ୍ୟୋତିର୍ମୟୀ ଦେଶର ପ୍ରଥମ ମହିଳା ଭାବରେ ଏହି ପୁରସ୍କାର ପାଇବାକୁ ଯାଉଛନ୍ତି । ରସାୟନ ବିଜ୍ଞାନ କ୍ଷେତ୍ରରେ କୃତିତ୍ୱ ପାଇଁ ସେ ପାଇବେ ଆଇୟୁପିଏସି ପୁରସ୍କାର । ଏହି!-->…
Read More...
Read More...