Browsing Category

ରାଜ୍ୟ

ଏସ୍ଏଚଜି ମା’ଙ୍କୁ ମିଳିବ ଇ-ସ୍କୁଟି

୧ ଲକ୍ଷ ଟଙ୍କାର ରିହାତି ଭୁବନେଶ୍ୱର : ଏସ୍ଏଚଜି ମା’ମାନଙ୍କୁ ଇ-ସ୍କୁଟି ଦିଆଯିବ । ସେଥିପାଇଁ ବଜେଟରେ ୫୦ କୋଟି ଟଙ୍କାର ବ୍ୟୟବରାଦ ହୋଇଥିଲା ବେଳେ ଇ-ସ୍କୁଟିରେ ୧ଲକ୍ଷ ଟଙ୍କାର ରିହାତି ମିଳିବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମିଶନ ଶକ୍ତି ମନ୍ତ୍ରୀ ଓ ସଚିବ ସୂଚନା ଦେଇଛନ୍ତି…
Read More...

୨୬ରେ ଭଦ୍ରକ ଆସିବେ ଅମିତ ଶାହା

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ତାଙ୍କର ସୂଚନା ଅନୁଯାୟୀ, ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ । ଏହି…
Read More...

ଭୁବନେଶ୍ୱର–ରଙ୍ଗେଇଲୁଣ୍ଡା ବିମାନସେବା ଶୁଭାରମ୍ଭ

ଭୁବନେଶ୍ୱର: ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରୁ ଗଞ୍ଜାମର ରଙ୍ଗେଇଲୁଣ୍ଡାକୁ ବିମାନ ସେବାର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ନନ ସିଡ୍ୟୁଲ ୯ ସିଟେଡ ବିମାନର ଉଡ଼ାଣ ହୋଇଥିବାବେଳେ…
Read More...

ପ୍ରତିଷ୍ଠା ହେଲା ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଓଡ଼ିଶା ମାଟିର କିମ୍ବଦନ୍ତୀ ବିକାଶ ପୁରୁଷ, ଆଧୁନିକ ଓଡ଼ିଶା ନିର୍ମାଣର ପୁରୋଧା ବିନ୍ଧାଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମବାର୍ଷିକୀ ଅବସରରେ ରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ରାଜ୍ୟ ପାଇଁ ଓଡ଼ିଶା…
Read More...

‘ଓଡ଼ିଶା ୱିମେନ ଇନ୍ ମିଡିଆ’ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ କ୍ଷେତ୍ର ସହ ଜଡ଼ିତ ତଥା କାର୍ଯ୍ୟରତ ମହିଳାମାନଙ୍କୁ ନେଇ ‘ଓଡ଼ିଶା ୱିମେନ ଇନ୍ ମିଡିଆ’(ଓଡବ୍ଲ୍ୟୁଏମ୍) ଶନିବାର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ଉନ୍ମୋଚିତ ହୋଇଛି । ଏହା ଓଡ଼ିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ବେଳେ ଭୁବନେଶ୍ୱର ମହାନଗର…
Read More...

ରାଜ୍ୟରେ ୯୧୦ ସ୍ଥାନରେ ଜଳୁଛି ଜଙ୍ଗଲ

ଭୁବନେଶ୍ୱର : ଜଳୁଛି ଜଙ୍ଗଲ । ମୟୂରଭଞ୍ଜର ବାରିପଦା ସର୍କଲରୁ ଆରମ୍ଭ କରି ମାଲକାନଗିରିର ଏମ୍ଭି-୧୭ ପର୍ଯ୍ୟନ୍ତ, ବିଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଏବେ ଭୟଙ୍କର ରୂପ ନେଲାଣି । ନୟାଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡିରେ ସ୍ଥିତି ସାଂଘାତିକ । ଖରା ବଢ଼ିବା ସହ ଏ ଜଙ୍ଗଲ ନିଆଁ ଏବେ…
Read More...

୩୧ ମୂଲ୍ୟବାନ ମୂର୍ତ୍ତି ଉଦ୍ଧାର : ୪ ଗିରଫ

ଯାଜପୁର: ବିଭିନ୍ନ ମନ୍ଦିରରୁ ମୂଲ୍ୟବାନ ମୂର୍ତ୍ତି ଚୋରି କରୁଥିବା ଗ୍ୟାଙ୍ଗଙ୍କୁ ଯାଜପୁର ପୁଲିସ ଠାବ କରିଛି । ପୁଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ୩୧ଟି ମୂର୍ତ୍ତି ଜବତ କରିଛି । ଅଭିଯୁକ୍ତମାନେ ହେଲେ ଅରବିନ୍ଦ କୁମାର ସିଂହ (୪୩), ବାବର ଓରଫ ଜାଭେଦ୍ (୪୦),…
Read More...

ନିର୍ମାଣ ହେବ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ, ୪୦୦ ସେବାୟତଙ୍କୁ ମିଳିବ ଘର

ପୁରୀ: ପ୍ରାଥମିକ ପର୍ଯ୍ୟାୟରେ ଶ୍ରୀ ମନ୍ଦିିରର ୪୦୦ ସେବାୟତଙ୍କୁ ଘର ମିଳିବ । ଆଜି ଏନେଇ ଶ୍ରୀମନ୍ଦିର ପରିଚାଳନା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବୈଠକ ପରେ ଏସମ୍ପର୍କରେ ସୂଚନା ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର କହିଛନ୍ତି ଯେ, ଘର ପାଇଁ ପ୍ରତି ସେବାୟତଙ୍କୁ ଘର…
Read More...

ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନାଙ୍କ ପୁଅ ତଥା ପୂର୍ବତନ ରାଜ୍ୟ ଯୁବ କଂଗ୍ରେସ ସଭାପତି ସଂଗ୍ରାମ କେଶରୀ ଜେନା(ବାପି)ଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୪୪ ବର୍ଷ ହୋଇଥିଲା । ସେ କୋଭିଡରେ ଆକ୍ରାନ୍ତ ହେବା ପରେ ବେଶ୍ କିଛି ଦିନ ଧରି ହାଇଦ୍ରାବାଦରେ ଚିକିତ୍ସାଧୀନ…
Read More...