Browsing Category

ରାଜ୍ୟ

ରାଜ୍ୟରେ ପୁଣି ୬୮ କରୋନା ଆକ୍ରାନ୍ତଙ୍କ ମୃତ

ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଥିବା ବେଳେ ଗତ ୨ସପ୍ତାହ ଧରି ଦୈନିକ ମୃତ୍ୟୁ ସଂଖ୍ୟା ୬୦ ଉପରେ ରହିଛି । ଆଜି ଦିନକରେ ପୁଣି ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା ବେଳେ ୧୫୭୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Read More...

ପିପିଲି ନିକଟରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ

ଭୁବନେଶ୍ୱର: ଏସଟିଏଫ୍ ପକ୍ଷରୁ ପିପିଲି- ନିମାପଡ଼ା ଓଭରବ୍ରିଜ ଉପରୁ ଏକ କେଜି ୪୮ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି । ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ଏକ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ହେବ ବୋଲି କୁହାଯାଉଛି । ଏହି ମାମଲାରେ ଇମତାଜ ଖାନ୍ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଥିବାର
Read More...

ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ’ର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରେସନ କାର୍ଯ୍ୟକ୍ରମ ଆରମ୍ଭ ହେଲା । ଏହାଦ୍ୱାରା
Read More...

ବିଡା ବିଡା ଟଙ୍କା, ସୁନା ଅଳଙ୍କାର ଜବତ୍‌

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଷ୍ଟାଫ୍ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘର ସମେତ ୬ଟି ସ୍ଥାନରେ ଏକ ସମୟରେ ଚଢାଉ କରିଛି । ଚଢାଉ ବେଳେ ଭିଜିଲାନ୍ସ ବିଡା ବିଡା ଟଙ୍କା ଓ ସୁନା ଅଳଙ୍କାର ଜବତ କରିଛି । ଟଙ୍କା ଦେଖି ଭିଜିଲାନ୍ସ
Read More...

ବିଧାୟକ ଦେଲେ ମାଟ୍ରିକ୍ ପରୀକ୍ଷା

ଭଞ୍ଜନଗର: ଆଜିଠାରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷାରେ ତିନି ତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ୱାଇଁ ମଧ୍ୟ ପରୀକ୍ଷା ଦେଇଛନ୍ତି । ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଶାସକ ଦଳ ବିଧାୟକ
Read More...

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର: ରାଜ୍ୟରେ ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହା ସହିତ ଉଚ୍ଚପ୍ରାଥମିକ
Read More...

ଆଜିଠୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା

କଟକ: ଆସନ୍ତାକାଲି ୩୦ତାରିଖ ଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହେବ । ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଛାତ୍ରଛାତ୍ରୀମାନେ ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ । ଚଳିତ ବର୍ଷ ୧୧, ୧୫୧ଜଣ ପରୀକ୍ଷା ଦେବେ । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା
Read More...

କଟକ ଓ ଖୋର୍ଦ୍ଧାରେ ରହିପାରେ କଟକଣା!

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ବଳବତର ଥିବା ୪ର୍ଥ ପର୍ଯ୍ୟାୟ ଅନ୍‌ଲକ୍ କଟକଣାର ଅବଧି ଶେଷ ହେବାକୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଖୋର୍ଦ୍ଧା ଓ କଟକ ଜିଲ୍ଲାରେ କଟକଣା ସମ୍ପର୍ଣ୍ଣ ପ୍ରତ୍ୟାହାର ସମ୍ଭାବନା ନାହିଁ । ଏହି ୨ଜିଲ୍ଲାରେ ଦୈନିକ ସଂକ୍ରମଣ
Read More...

ଚିନ୍ତା ବଢାଇଲା ଡେଙ୍ଗୁ : ଭୁବନେଶ୍ୱରରେ ୪୫୩ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟର ମହାମାରୀ କରୋନାର ଦ୍ୱିତୀୟ ଲହର ଥମିନଥିବା ତଥା ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ କାୟା ବିସ୍ତାର ଜାରୀ ରଖିଥିବା ବେଳେ ଏବେ ଡେଙ୍ଗୁ ଆତଙ୍କ ସୃଷ୍ଟି କରିଛି । ରାଜଧାନୀରେ ୨୪ଘଣ୍ଟାରେ ପୁଣି ୩୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହ ଭୁବନେଶ୍ୱରର ଡେଙ୍ଗୁ
Read More...

ଏଣିକି ହାଇକୋର୍ଟରେ ମାମଲା ଶୁଣାଣିର ହେବ ସିଧା ପ୍ରସାରଣ

କଟକ: ଏଣିକି ହାଇକୋର୍ଟରେ ଶୁଣାଣି ହେଉଥିବା ମାମଲାର ସିଧା ପ୍ରସାରଣ କରାଯିବ । ଏ ନେଇ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାଦ୍ୱାରା ଓଡିଶା ବିଚାର ବିଭାଗ କ୍ଷେତ୍ରରେ ଏକ ନୂଆ ଯୁଗାନ୍ତକାରୀ ଓ ଐତିହାସିକ ପଦକ୍ଷେପ ଯୋଡି ହୋଇଛି । ହାଇକୋର୍ଟ ଅଫ ଓଡିଶା ଲାଇଭ ଷ୍ଟ୍ରିମିଂ
Read More...