Browsing Category

ରାଜ୍ୟ

ଭିଏସ୍‌ଏସ୍ ନଗର ମାର୍କେଟ ସିଲ୍

ଭୁବନେଶ୍ୱର: ଭୁବନେଶ୍ୱର ଭିଏସ୍‌ଏସ୍ ନଗର ମାର୍କେଟ ସିଲ୍ ହୋଇଛି । କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଏହି ମାର୍କେଟ୍ କୁ ସିଲ୍ କରିଛି । ପରବର୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଭିଏସ୍‌ଏସ୍ ନଗର ମାର୍କେଟ ବନ୍ଦ ରହିବ ।
Read More...

ରକ୍ତ ଜମାଟ ବାନ୍ଧିବା ପଛର କାରଣ ଟିକା ନୁହେଁ: ଷ୍ଟଡି ରିପୋର୍ଟ

ନୂଆଦିଲ୍ଲୀ: ଟିକା ନେବା ପରେ କିଛି ଲୋକଙ୍କ ଶରୀରରେ ରକ୍ତ ଜମାଟ ବାନ୍ଧୁଥିବାର ନଜିର ରହିଥିଲା । ଟିକା ପାଇଁ ଏପରି ହେଉଥିବା ଅଭିଯୋଗ ହୋଇଥିଲା । ତେବେ ଏହାକୁ ନେଇ ହୋଇଥିବା ଷ୍ଟଡି ରିପୋର୍ଟରେ କିଛି ଅଲଗା କାରଣ ଦର୍ଶାଯାଇଛି । ଟିକା ପାଇଁ ରକ୍ତ ଜମାଟ ବାନ୍ଧୁଥିବାର କୌଣସି ପ୍ରମାଣ
Read More...

ଭୁବନେଶ୍ୱରରେ ଏଣିକି ବିନା ସ୍ଲଟ ବରାଦରେ ଟିକା

ଭୁବନେଶ୍ୱର: ଆସନ୍ତା ଜୁଲାଇ ଶେଷ ସୁଦ୍ଧା ଭୁବନେଶ୍ୱରବାସୀଙ୍କୁ ସମ୍ପୂର୍ଣ୍ଣ ଟିକାକରଣ ପାଇଁ ଆସନ୍ତା ୫ତାରିଖରୁ ବିନା ସ୍ଲଟ୍ ବରାଦରେ ଟିକା ଦିଆଯିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଘୋଷଣା କରାଯାଇଛି । ପୂର୍ବରୁ ୧୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଯାନରେ ଟିକାକରଣ ସହିତ
Read More...

ସେପ୍ଟେମ୍ବରରେ ବିଧାନସଭା ଅଧିବେଶନ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ମାସରେ ବିଧାନସଭାର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ ବୋଲି ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ଆଜି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଅଧିବେଶନର ୧୪ ଦିନ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ କରାଯିବ । ତେବେ ଅଧିବେଶନରେ ୨ଡୋଜ୍ ଟିକା ନେଇଥିବା
Read More...

ଛାତ ଉପରୁ ରଥଯାତ୍ରା ଦେଖିବା ମନା

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ମହାମାରୀ କରୋନା ଯୋଗୁଁ ଗତବର୍ଷ ପରି ଚଳିତ ବର୍ଷ ବିନା ଭକ୍ତରେ ଅନୁଷ୍ଠିତ ହେଉଥିବା ବେଳେ ପୁରୀ ବାସୀ ଛାତ ଉପରୁ ରଥଯାତ୍ରା ଦେଖି ପାରିବେ ନାହିଁ ବୋଲି ଆଜି ଜିଲ୍ଲାପାଳ ସମର୍ଥ ବର୍ମା ଏହି ସୁଚନା ଦେଇଛନ୍ତି । ସେ
Read More...

ଏମ୍ସରେ ୧୫ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଏକମୋ ମେସିନ୍

ଭୁବନେଶ୍ୱର: ଏମ୍ସରେ ସ୍ଥାପନ ପାଇଁ ପ୍ରଥମ ଏକମୋ ମେସିନ୍ ଆସି ପହଞ୍ଚିଛି । ଏହାକୁ କାର୍ଯ୍ୟକ୍ଷମ କରିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌କୁ ପ୍ରଶିକ୍ଷଣ ଦିଆଯାଇଛି । ଏହି ମେସିନ୍ ଆସିବା ଦ୍ୱାରା ଓଡ଼ିଶାରୁ ଗୁରୁତର ରୋଗୀଙ୍କୁ ଏୟାରଲିଫ୍ଟ ଯୋଗେ ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ ।
Read More...

୫୦ % କର୍ମଚାରୀଙ୍କୁ ନେଇ ଚାଲିବ ସରକାରୀ ଅଫିସ

ଭୁବନେଶ୍ୱର : ରାଜ୍ୟରେ ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ୍ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସରକାରୀ କାର୍ଯ୍ୟାଳୟଗୁଡ଼ିକ ପୂର୍ବବତ୍‌? ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବାକୁ ଆଦେଶନାମା ଜାରି ହୋଇଛି । ଯେଉଁ କର୍ମଚାରୀମାନେ ଦ୍ୱିତୀୟ ଡୋଜ୍ ଟିକା ନେଇ ସାରିଛନ୍ତି, ସେମାନେ ଅଫିସ
Read More...

ଶ୍ରୀମନ୍ଦିରରେ ୨୨ ସୁଦ୍ଧା ଲାଗିବ ୪ ରୁପା ଦ୍ୱାର

ପୁରୀ : ଶ୍ରୀମନ୍ଦିରର ୮ଟି ଦ୍ୱାରରେ ଲାଗିବ ରୁପା ଚାଦର । ଏଥିପାଇଁ ମୁମ୍ବାଇରୁ ଆସିଥିବା କାଠ କାରିଗରମାନେ ସ୍ୱତନ୍ତ୍ର ବର୍ମା ଟିକ୍‌ରେ ନୀଳାଦ୍ରି ଭକ୍ତ ନିବାସରେ ଗୁପ୍ତ ଭାବେ ଏହି ନିର୍ମାଣ କାର୍ଯ୍ୟ ଜାରି ରହିଛି । ଇତିମଧ୍ୟରେ ଶ୍ରୀମନ୍ଦିରର ଚାରି ପ୍ରମୁଖ ଦ୍ୱାରରୁ ୩ ଦ୍ୱାରର କାମ ଶେଷ
Read More...

ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ନେଇ ସଚେତନତା

ଭୁବନେଶ୍ୱର: ଫସଲବୀମା ସପ୍ତାହ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାର ପ୍ରଚାର ଓ ପ୍ରସାର ଏବଂ ଚାଷୀମାନଙ୍କ ମଧ୍ୟରେ ଜନସଚେତନତା ବୃଦ୍ଧି ନିମନ୍ତେ ଫସଲବୀମା ଯୋଜନା ପ୍ରଚାର ଗାଡ଼ିକୁ ଆଜି କୃଷି ଭବନଠାରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା
Read More...

ପହଞ୍ଚିଲା ୯ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର: ରାଜ୍ୟରେ ଟିକାକରଣ ପାଇଁ ଆଜି ୯ଲକ୍ଷ ୪୩ହଜାର୯୩୦ ଡୋଜ୍ କୋଭାସିଲ୍ଡ ଟିକା ପହଞ୍ଚିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଯୋଗ୍ୟଯେ, ରାଜ୍ୟରେ ଟିକାର ଅଭାବ ଯୋଗୁଁ ଗତ କିଛି ଦିନ ଧରି ୧୭ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି ।
Read More...