୨୦ଟି ଜିଲ୍ଲାରେ ଆଜିଠୁ ଗଡ଼ିବ ଓଏସଆରଟିସି ବସ୍
ଭୁବନେଶ୍ୱର: କରୋନା ଯୋଗୁ ପ୍ରାୟ ୨ ମାସ ହେବ ଠପ୍ ହୋଇଯାଇଥିବା ବସ୍ ସେବା ଧିରେ ଧିରେ ସ୍ୱାଭାବିକ ହେବାରେ ଲାଗିଛି । ଓଡ଼ିଶାରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ପାଇବା ପରେ ଜୁଲାଇ ୧ ତାରିଖରୁ ଆଂଶିକ ଲକଡାଉନର ଘୋଷଣା କରାଯାଇଛି । କ୍ୟାଟେଗୋରୀ-ଏ’ରେ ଥିବା ୨୦ ଜିଲ୍ଲାରେ ବସ୍ ଚଳାଚଳ!-->…
Read More...
Read More...