Browsing Category

ରାଜ୍ୟ

କରୋନା ସ୍ଥିତି ନେଇ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଓଡ଼ିଶାର ଉପକୂଳବର୍ତ୍ତୀ ୧୦ଟି ଜିଲାରେ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ରହୁଥିବାରୁ ପରିସ୍ଥିତି ଅନୁଧ୍ୟାନ ପାଇଁ ୨ଜଣିଆ କେନ୍ଦ୍ରୀୟ ଦଳ ଓଡ଼ିଶା ଆସିବେ ବୋଲି ଜଣାଯାଇଛି । ସଂକ୍ରମଣ ସର୍ବାଧିକ ଥିବା ଓଡ଼ିଶା ସମେତ କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ଛତିଶଗଡ,…
Read More...

୫ରୁ ଖୋର୍ଦ୍ଧା ରୋଡ୍ -ସୁରଟ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ଯାତ୍ରୀମାନଙ୍କ ସୁବିଧା ପାଇଁ ଏବଂ ପଶ୍ଚିମ ଭାରତକୁ ଯାତାୟାତ କରୁଥିବା ନିୟମିତ ଟ୍ରେନ୍ ଗୁଡ଼ିକରେ ମାତ୍ରାଧିକ ପ୍ରତିକ୍ଷା ତାଲିକାକୁ ଏଡାଇବା ପାଇଁ ରେଳ ମନ୍ତ୍ରଣାଳୟ ଗୁଜୁରାଟର ସୁରଟ ନିକଟସ୍ଥ ଉଦନା ଷ୍ଟେସନ ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତି ନେଇଛି ।…
Read More...

ଆଜି ପହଞ୍ଚିବ ୧୦ଲକ୍ଷ ଡୋଜ୍ ଟିକା

ଭୁବନେଶ୍ୱର: ରାଜ୍ୟରେ ଟିକାର ଅଭାବ ଯୋଗୁଁ ୧୬ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ତେବେ ଆଜି ୧ଲକ୍ଷ କୋଭିସିଲ୍ଡ ଟିକା ଭୁବନେଶ୍ୱରରେ ପହଞ୍ଚିଥିଲା ବେଳେ ଆସନ୍ତାକାଲି ସୁଦ୍ଧା ୧୦ଲକ୍ଷ ଡୋଜ୍ ଟିକା ରାଜ୍ୟରେ ପହଞ୍ଚିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏଥିମଧ୍ୟରୁ ସେରମ୍…
Read More...

ରାଜ୍ୟରେ ୪ହଜାର ଟପିଲା କରୋନା ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ଦୈନଦିନ ସଂକ୍ରମଣ ପୁଣି ୩ହଜାର ଉପରକୁ ଉଠିଥିବା ବେଳେ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ଅତିକ୍ରମ କରିଛି । ଆଜି ଗୋଟିଏ ଦିନରେ ୪୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦୧୮କୁ ବୃଦ୍ଧିପାଇଛି । ୨୪…
Read More...

ୟୁଟ୍ୟୁବ୍‌ରେ ପଢ଼ିବେ ଯୁକ୍ତ୨ ପିଲା

ଭୁବନେଶ୍ୱର: ପ୍ରାଥମିକ, ମାଧ୍ୟମିକ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ଛାତ୍ରଛାତ୍ରୀଙ୍କୁ ୟୁଟ୍ୟୁବ୍‌ରେ ପଢ଼ାଇବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତି ଗ୍ରହଣ କରିଛନ୍ତି । ପ୍ରାଥମିକ ପର୍ଯ୍ୟାୟରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ…
Read More...

୧୬ ପର୍ଯ୍ୟନ୍ତ ବଢିଲା ଆଂଶିକ ଲକ୍‌ଡାଉନ୍

ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍ ବୃଦ୍ଧି କରିଛନ୍ତି । ଆଜି ଏଠାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏହା ଘୋଷଣା କରି କହିଛନ୍ତି ଯେ, ସଂକ୍ରମଣକୁ ଦୃଷ୍ଟିରେ ରଖି…
Read More...

ଏସ୍‌ସିବିରେ ଏକ୍‌ମୋ ୟୁନିଟ୍ ପାଇଁ ଆଜି ଖୋଲିବ ଟେଣ୍ଡର

କଟକ: କଟକ ବଡ ଡାକ୍ତରଖାନାରେ ଏକ୍‌ମୋ (ଏକ୍ସଟ୍ରାକର୍ପୋରିଏଲ ମେମ୍ବ୍ରେନ ଅକ୍ସିଜିନେସନ୍‌) ୟୁନିଟ୍ ଖୋଲିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପ୍ରସ୍ତୁତି । ଏସ୍‌ସିବି ମେଡିକାଲର ବରିଷ୍ଠ ଡାକ୍ତରମାନଙ୍କୁ ନେଇ ଗଠିତ କମିଟିର ପରାମର୍ଶ କ୍ରମେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ…
Read More...

ସର୍ପାଘାତରେ ୭ବର୍ଷରେ ଗଲାଣି ୨୨୨ ଜୀବନ

ଯାଜପୁର: ଯାଜପୁର ଏକ ପ୍ରାକୃତିକ ବିପର୍ଯ୍ୟୟର ଜିଲ୍ଲା ହୋଇଥିବା ବେଳେ ସର୍ପାଘାତ ଜିଲ୍ଲାବାସୀଙ୍କ ପାଇଁ ବିପଦ ଆଣୁଛି । ଜିଲ୍ଲାର ଚତୁଃପାର୍ଶ୍ୱରେ ନଦୀନାଳ ଘେରା ହୋଇଥିବା ବେଳେ ଘଞ୍ଚ ଜଙ୍ଗଲ ମଧ୍ୟ ରହିଛି । ଫଳରେ ପ୍ରତିବର୍ଷ ଜିଲ୍ଲାରେ ସାପ କାମୁଡା ଯୋଗୁ ଅନେକ ଲୋକଙ୍କ ଜୀବନ ଯାଉଛି ।…
Read More...

କୋଭିଡ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଦେବଗଡ: ଦେବଗଡ଼ରେ ବେଦାନ୍ତ ଗ୍ରୁପ୍ ସହଯୋଗରେ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ୍ ଆଜି ଉଦ୍‌ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହାକୁ ଉଦ୍‌ଘାଟନ କରି କହିଥିଲେ ଯେ କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ୱ…
Read More...

ପଂଚାୟତ କାର୍ଯ୍ୟାଳୟ ତାଲା ଭାଙ୍ଗି ଲୁଟ୍‌

ଯାଜପୁର : ପଂଚାୟତ କାର୍ଯ୍ୟାଳୟରୁ ଚୋରି । କାର୍ଯ୍ୟାଳୟ ତାଲା ଭାଙ୍ଗି ନଗଦ ଟଙ୍କା, ସରକାରୀ କାଗଜପତ୍ର ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁବୁର୍ତତ । ଅଭିଯୋଗ ପରେ ପୁଲିସ୍ ଘଟଣାକୁ ନେଇ ତଦନ୍ତ ଜାରି ରଖିଛି । ଏଭଳି ଘଟଣା ଘଟିଛି ଦଶରଥପୁର ବ୍ଲକ ବିରିପଟା ପଂଚାୟତ…
Read More...